Skip to content
The Believer's Library

Desiya Bible

Hebrews 9 Saa25

Show Saa25 only
Verse × ×
1 Now even the first covenant had regulations for worship and an earthly sanctuary. ପର୍‌ମେସରର୍‌ ପର୍‌ତୁମ୍‌ ରାଜିନାମାତେଇ, ତାକେ କେନ୍ତାରି ଉପାସନା କର୍‌ବାର୍‌ ଆଚେ ବଲି ନିୟମ୍‌ ରଇଲା । ତାକେ ଏ ଜଗତେ ଉପାସନା କର୍‌ବାକେ ଗଟେକ୍‌ ତୁମ୍‌ ଉଟାଇରଇଲା ।
2 A tent was set up—the first one—holding the lampstand, the table, and the bread of the Presence; it is called the Holy Place. ଏ ତୁମ୍‌ଟାନେ ଦୁଇଟା ଜାଗା ରଇଲା । ପର୍‌ତୁମ୍‌ ଜାଗାକେ ସୁକଲ୍‌ ଜାଗା ବଲି ନାଉଁ ରଇଲା । ସେ ବିତ୍‌ରେ ବତିସଙ୍ଗଇବା କୁଦ୍‌ରା ଆରି ପର୍‌ମେସର୍‌କେ ସର୍‌ପିଦେବାକେ ରୁଟି ସଙ୍ଗଇବା ଗଟେକ୍‌ ଟେବୁଲ୍‌ ରଇଲା ।
3 Behind the second curtain was a tent called the Holy of Holies. ସେ ଜାଗାଇ ପୁର୍‌ବା ବାଟେ ଗଟେକ୍‌ ପାର୍‌ଦା ରଇଲା । ପାର୍‌ଦାର୍‍ ପଚ୍‌ବାଟେ ଜନ୍‌ ଜାଗା ରଇଲା, ତାକେ ବଡ୍‌ ସୁକଲ୍‌ ଜାଗା ବଲି କଇତେ ରଇଲାଇ ।
4 It had the gold incense altar and the ark of the covenant covered all over with gold, holding a gold jar of manna, Aaron's staff that sprouted, and the covenant tablets. ସେ ବଡ୍‌ ସୁକଲ୍‌ ଜାଗାଇ ଗଟେକ୍‌ ଦୁପ୍‌ ପଡାଇବା ସୁନାର୍‌ ବେଦି ଆରି ସୁନାର୍‌ ନିୟମ୍‌ ପେଡି ରଇଲା । ଏ ନିୟମ୍‌ ପେଡି ବିତ୍‌ରେ, ମାନା ରଇବା ଗଟେକ୍‌ ସୁନାର୍‌ ଆଣ୍ଡି ରଇଲା । ତେଇ ପତର୍‌ କଅଁଲି ରଇବା ଆରଣ୍‌ ଦାରି ଇଣ୍ଡ୍‌ବା ଡାଙ୍ଗ୍‌ ରଇଲା । ଆରି ପରମେସରର୍‌ ଆଦେସ୍‌ ଲେକାଅଇରଇଲା ଦୁଇ କଣ୍ଡ୍ ଚାଚଡା ପାକ୍‌ନା ମିସା ରଇଲା ।
5 Above it, the cherubim of glory overshadowed the mercy seat—details we can't cover now. ପେଡିର୍‌ ଡାବ୍‌ନା ଉପ୍‌ରେ ପର୍‌ମେସର୍‌ ଆଚେ ବଲି ଚିନ୍‌ ଇସାବେ କେରୁବିନ୍‌ ବଲି ଡାକ୍‌ବା ଦୁଇଟା ଡେନା ରଇଲା ଜଁତୁର୍‌ ମୁର୍‌ତି ରଇଲା । ତାକର୍‌ ଉଗାଡିଅଇରଇବା ଡେନା ପେଡିର୍‌ ଡାବ୍‌ନା ଉପ୍‌ରେ ଡାବିଅଇଜାଇରଇଲା । ତାର୍‌ ଉପ୍‌ରେ ବନି ଚିଚିଅଇରଇଲା । ଜେନ୍ତାରିକି ଲକ୍‌ମନର୍‌ ପାପ୍‌କେମା ଅଇଜିବାକେ । ମାତର୍‌ ଏ ଟିକିନିକି ବିସଇ ବୁଜାଇବାକେ ଲଡାନାଇ ।
6 With things arranged this way, priests enter the first tent continually, performing their sacred duties. ତୁମ୍‌ ବିତ୍‌ରେ ଏ ସବୁ ବିସଇ ସାଜାଡିଅଇରଇଲା । ପୁଜାରିମନ୍‌ ସବୁଦିନ୍‌ ତାମୁ ଗରର୍‌ ବାଇରର୍‌ ଜାଗାଇ ପୁରି, ସେମନର୍‌ କାମ୍‌ କର୍‌ବାଇ ।
7 Only the high priest enters the second tent, once a year, always with blood, offered for himself and the people's unintentional sins. ମାତର୍‌ ବିତ୍‌ରର୍‌ ଜାଗାଇ ବଡ୍‌ ପୁଜାରିସେ ଜିବାକେ ଅଦିକାର୍‌ ରଇଲା । ସେ ସିତି ବର୍‌ସେକ୍‌କେ ତରେକ୍‌ ସେ ଜାଇତେରଇଲା । ସେ ନିଜର୍‌ ପାଇ ଆରି ଲକ୍‌ମନ୍‌ ନ ଜାନିକରି କରିରଇବା ପାପ୍‌ ପାଇ ବନି ନେଇକରି ଜଦି ନ ପୁର୍‌ଲେ ସେ ଜାଇନାପାର୍‌ତେ ରଇଲା ।
8 By this the Holy Spirit was showing that the way into the holy places was not yet revealed while the first tent still stood. ଏ ସବୁ ବିସଇର୍‌ଲାଗି ସୁକଲ୍‌ ଆତ୍‌ମା ଜାନାଇଲାନି ଜେ, ପର୍‌ମେସରର୍‌ ଅଦିକ୍‌ ସୁକଲ୍‌ ଜାଗାଇ ପୁର୍‌ବାକେ ଲକ୍‌ମନ୍‌କେ ଅଦିକାର୍‌ ନ ରଇଲା । କାଇକେବଇଲେ ସୁକଲ୍‌ ଜାଗା ଆରି ଅଦିକ୍‌ ସୁକଲ୍‌ ଜାଗା ବିସଇନେଇ ରଇବା ଆଗ୍‌ତୁର୍‌ ଆଦେସ୍‌ ସବୁ ଲକ୍‌ମନ୍‌ ମାନିଆଇତେ ରଇଲାଇ ।
9 This is a symbol for the present time. According to this arrangement, gifts and sacrifices are offered that cannot make the worshiper's conscience perfect, ସେ ସବୁ ବିସଇ ଗଟେକ୍‌ ବାନା ପାରା । ଜନ୍‌ଟା ସବୁ ଏବର୍‌ ଦିନେ ସିଦ୍‌ ଅଇଲା ଆଚେ । କାଇକେବଇଲେ ଜନ୍‌ ପସୁମନ୍‌କେ ଉପାସନା ଇସାବେ ଲକ୍‌ମନ୍‌ ପର୍‌ମେସର୍‌କେ ସର୍‌ପି ଦେଇତେ ରଇଲାଇ, ସେଟା ସବୁ ଲକ୍‌ମନର୍‌ ବିବେକ୍‌ ଦ‍ଇ ନାପାର୍‌ଲା ।
10 but only about food, drink, and various washings—bodily regulations imposed until the time of reform. କାଇକେବଇଲେ ସେଟା ସବୁ ଗାଗଡର୍‌ ଲାଗି ରଇବା ନିୟମ୍‌ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍‍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍‌ ନୁଆ ନିୟମ୍‌ ଟିକ୍‌ ଅଇବାଜାକ, ଏ ସବୁ କର୍‌ବାଟା ରଇଲା ।
11 But Christ came as high priest of the good things that have come, through the greater and more perfect tent not made by hands, that is, not of this creation. ମାତର୍‌ ଆମେ ଜେତ୍‌କିଲକ୍‌ ସବୁର୍‌ତେଇଅନି ବଡିଆ ବିସଇ ପାଇଆଚୁ, କିରିସ୍‌ଟ ଆମର୍‌ ବଡ୍‌ ପୁଜାରି ଅଇ ଆଇଲା ଆଚେ । ସେ ସେବା କର୍‌ବା ଜାଗାର୍‌ ତୁମ୍‌ ଲଗେ ରଇବା ଅଦିକ୍‌ ସୁକଲ୍‌ ଜାଗାଇଅନି ଅଦିକ୍‌ ମୁଲିଅ ରଇଲାଟା ଆରି ଅଦିକ୍‌ ସିଦ୍‌ ଆଚେ । କାଇକେବଇଲେ ସେଟା ଲକ୍‌ମନ୍‌ ତିଆର୍‌ କଲାଟା ନଏଁ, କି ଏ ନସିଜିବା ଜଗତର୍‌ଟା ମିସା ନଏଁ ।
12 He entered the sanctuary once for all, not with the blood of goats and calves but with his own blood, securing eternal redemption. କିରିସ୍‌ଟ ସେ ତାମୁ ବାଟେଜାଇ ଏକାତରେକ୍‌ ସେ ବଡ୍‌ ସୁକଲ୍‌ ଜାଗାଇ ପୁର୍‌ଲା । ସେ ତେଇ ପୁର୍‌ବା ବେଲେ ବଲି କର୍‌ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍‌ ସେ ନିଜର୍‌ ବନି ନେଇକରି ଜନ୍‌ ଜନ୍‌ଟା କର୍‌ବାର୍‌ ରଇଲା, ସେଟା ପୁରାପୁରୁନ୍‌ କଲା । ଜେନ୍ତାରି କି ଆମ୍‌କେ ମୁକ୍‌ଲାଇକରି କାଲ୍‌ କାଲ୍‌ ଜୁଗ୍‌ଜୁଗର୍‌ ପାଇ ମୁକ୍‌ତି ଦେଲା ।
13 For if the blood of goats and bulls, and a heifer's ashes sprinkled on the unclean, make holy for cleansing of the flesh, ଆଗର୍‌ କାଲେ ଚେଲି ଆରି ବଲଦ୍‌ମନର୍‌ ବନି ଆରି ପଡାଇଲା ବାଚିପିଲାର୍‌ ଚାର୍‌ ଚିଚ୍‌ବାଟା, ଏସବୁ ଅସୁକଲ୍‌ ଅଇରଇବା ଲକ୍‌ମନର୍‌ ଗାଗଡ୍‌ ଦଇବା କାମ୍‌କେସେ ଆଇଲା ।
14 how much more will the blood of Christ, he who offered himself through the eternal Spirit, flawless, to our Father, cleanse our conscience from dead works to serve the living Father? ଏଟା ଜଦି ଲକ୍‌ମନର୍‌ ଗାଗଡ୍‌ ଦଇପାର୍‌ଲା, ସେନ୍ତାର୍‌ଆଲେ କିରିସ୍‌ଟର୍‌ ବନିସଙ୍ଗ୍‍ ଆରି କେତେକ୍‌ ଅଦିକ୍‌ କରିଅଇସି ? ନ ସାର୍‌ବା ଆତ୍‌ମାର୍‌ପାଇ ସେ ନିଜେ ପରମେସରର୍‌ ସାଇଜ ନେଇ, କାଇ ପାପ୍‌ଦସ୍‌ ନ ଅଇତେ ବିରୁ ଇସାବେ ନିଜ୍‌କେ ପୁରାପୁରୁନ୍‌ ସର୍‌ପି ଦେଲାଆଚେ । ତାର୍‌ ବନିର୍‌ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍‌ ବିବେକ୍‌ ସୁକଲ୍‌ ଅଇସି । ଆରି ଆମେ ସତଇସେ ଜିବନ୍‌ ରଇଲା ପରମେସରର୍‌ ସେବା କର୍‌ବା ଅଦିକାର୍‌ ପାଇଆଚୁ ।
15 For this reason he mediates a new covenant: a death redeemed people from wrongdoings under the first covenant, so the called receive the promised eternal inheritance. ଏଟାର୍‌ପାଇ କିରିସ୍‌ଟସେ ନୁଆ ନିୟମ୍‌ ସାଦନ୍‌ କଲାଆଚେ । ଜେନ୍ତାରି କି, ଜେତ୍‌କି ଲକ୍‌ମନ୍‌କେ ପରମେସର୍‌ ଡାକିଆଚେ, ସେମନ୍‌ ପରମେସର୍‌ ସପତ୍‌ କରି କଇରଇବା ନ ସାର୍‌ବା ଆସିର୍‌ବାଦ୍‌ ପାଇବାଇ । କିରିସ୍‌ଟ ମଲାର୍‌ପାଇ ଆଗର୍‌ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍‌ ମୁକଲ୍‌ଲାଇ ।
16 For where a will is involved, the death of the one who made it must be established. ଗଟେକ୍‌ ଲକ୍‌ ଜଦି ତାର୍‌ ଦନ୍‌ ସଁପତି ବାଗ୍‌ ବାଟା କର୍‌ବା ବିସଇର୍‌ ଚିଟି କରିରଇସି । ସେଟା ଜାନାଇବାକେ ସେ ଲକର୍‌ ନାଉଁଦାରି ରାଜିନାମା ପାଆଟା ପତର୍‌ ରଇବାର୍‌ ଆଚେ । ସେ ମରିଗାଲାପଚେ ତାର୍‌ଟା ଜାନାପଡ୍‌ବାର୍‌ ଆଚେ ।
17 For a will is valid only over the dead, since it has no force while its maker lives. କାଇକେ ବଇଲେ ବାଗ୍‌ବାଟା ଲେକିରଇଲା ଲକ୍‌ ବଁଚି ରଇଲା ଜାକ, ବାଗ୍‌ବାଟାର୍‌ କାଗଜ୍‌ ପତରର୍‌ କିଚି ମୁଲିଅ ନାଇ । ସେଟା ତାର୍‌ ମରିଗାଲା ପଚେ ସେ କାମ୍‌ ଦେଇସି ।
18 Therefore not even the first covenant was inaugurated without blood. ସେନ୍ତାରିସେ, ପର୍‌ତୁମ୍‌ ରାଜିନାମା ମିସା ବନି ଜରାଇଲାକେସେ ସେଟାର୍‌ ମୁଲିଅ ରଇଲା ।
19 After Moses gave every command of the law to all the people, he took the blood of calves and goats, with water, scarlet wool, and hyssop, and sprinkled both the scroll itself and all the people, ମସା ପର୍‌ତୁମ୍‌ ନିୟମର୍‌ ଆଦେସ୍‌ ଲକ୍‌ମନର୍‌ ଲଗେ କଇଲା । ତାର୍‌ପଚେ ସେ ବଲଦ୍‌ ଆରି ଚେଲିମନର୍‌ ବନି ନେଇ ପାନି ସଙ୍ଗ୍‌ ମିସାଇଲା । ତାର୍‌ପଚେ ଅଲପ୍‌ ମେଣ୍ଡାର୍‌ ବାଲେ ଏସୁବ୍‌ ନାଉଁର୍‌ ଗଚର୍‌ କେନ୍ଦିତେଇ ଗୁଡାଇଲା । ପଚେ ସେଟା ବନିଟାନେ ବୁଡାଇ ନିୟମର୍‌ ବଇତେଇ ଆରି ଲକ୍‌ମନର୍‌ ଉପ୍‌ରେ ଚିଚ୍‌ଲା ।
20 saying, "This is the blood of the covenant that our Father commanded for you." ସେ କଇଲା, ଜନ୍‌ ନିୟମ୍‌ ମାନ୍‌ବାକେ ପରମେସର୍‌ ତମ୍‌କେ ଆଦେସ୍‌ ଦେଲାଆଚେ, ଏ ବନି ସେ ନିୟମ୍‌କେ ଚିନ୍‌ ମାରିଆଚେ ।
21 Likewise he sprinkled the tent and all worship vessels with blood. ତାର୍‌ପଚେ ମସା ସେ ବନିନେଇ ତମୁ, ମନ୍ଦିର୍‌ ଆରି ପର୍‌ମେସର୍‌କେ ପାର୍‌ତନା କର୍‌ବାବେଲେ କାମେ ଆଇବା ସବୁ ଜିନିସ୍‌ ପତର୍‌ ଉପ୍‌ରେ ଚିଚ୍‌ଲା ।
22 In fact, the law purifies almost everything with blood; and without the shedding of blood there is no forgiveness. କାଇକେବଇଲେ ମସାର୍‌ ନିୟମ୍‌ ଇସାବେ ସବୁ ବିସଇ ସୁକଲ୍‌ କର୍‌ବାକେ, ବନି ଦର୍‌କାର୍‌ । ବନି ନ ଜରାଇଲେ ପାପ୍‌ କେମା ନ ଅଏ ।
23 So the copies of heavenly things had to be purified by these rites, but the heavenly things themselves by better sacrifices than these. ତେବର୍‌ପାଇ ଏ ସବୁ ବିସଇ ଜନ୍‌ଟା ସର୍‌ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍‌ ବନିସଙ୍ଗ୍‌ ସୁକଲ୍‌ କରାଇବାକେ ଦର୍‌କାର୍‌ ରଇଲା । ମାତର୍‌ ସରଗର୍‌ ବିସଇମନ୍‌କେ ସୁକଲ୍‌ କର୍‌ବାକେ ସର୍‌ପି ଅଇବାଟା ଅଦିକ୍‌ ନିକ ଅଇରଇବାର୍‌ ରଇଲା ।
24 For Christ did not enter man-made holy places, copies of the true ones, but heaven itself, to appear now before our Father for us. କାଇକେବଇଲେ ଲକ୍‌ମନର୍‌ ଆତେ ତିଆର୍‌ ଅଇଲା ସୁକଲ୍‌ ଜାଗାଇ କିରିସ୍‌ଟ ଜାଏନାଇ । ସେଟା ସତ୍‌ ଜାଗାର୍‌ ଚାୟାସେ ରଇଲା । ମାତର୍‌ ସେ ସତ୍‌ରେ ସର୍‌ଗେ ଗାଲା । ଆରି ସେ ଏବେ ତେଇ ଆଚେ । ପର୍‌ମେସରର୍‌ ମୁଆଟେ ଆମର୍‌ ପାଇ ଗୁଆରି କଲାନି ।
25 Not to offer himself repeatedly, like the high priest entering the holy places yearly with blood not his own. ଜିଉଦିମନର୍‌ ବଡ୍‌ ପୁଜାରି ଜେନ୍ତିକି ବରସ୍‍କେ ତରେକ୍‌ ପସୁର୍‌ ବନି ନେଇ ବଡ୍‌ ସୁକଲ୍‌ ଜାଗାଇ ଜାଇସି, ସେନ୍ତାରି କିରିସ୍‌ଟ ନିଜ୍‌କେ ତର୍‌କେ ତର୍‌ ସର୍‌ପିଅଇକରି ତେଇ ଜାଏନାଇ ।
26 Otherwise Christ would have had to suffer many times since the world's founding. Instead he has appeared once, at the climax of the ages, to abolish sin by sacrificing himself. କାଇକେବଇଲେ, ସେ ଜଦି ସେନ୍ତାରି କର୍‌ତା ଏ ଜଗତ୍‌ ତିଆର୍‌ ଅଇଲା ଦିନେଅନି ସେ ବେସି ତର୍‌ ଦୁକ୍‌ପାଇବାକେ ଅଇତା । ମାତର୍‌ ସେ ଏ ସାରାସାରି ଦିନ୍‌ ମନ୍‌କେ ତରେକ୍‌ସେ ଏ ଜଗତେ ଆଇଲା ଆରି ନିଜ୍‌କେ ସର୍‌ପିଦେଇକରି ସବୁ ପାପ୍‌ ଦାରିଗାଲା ।
27 And just as it is appointed for people to die once, and after that comes judgment, ଆମେ ସବୁ ଲକ୍‌ ତରେକ୍‌ ମର୍‌ବୁ ଆରି ତାର୍‌ପଚେ ପରମେସରର୍‌ ମୁଆଟେ ବିଚାର୍‌ ଦିନେ ଟିଆଅଇବୁ ।
28 so Christ, offered once to bear the sins of many, will appear a second time—not for sin, but to bring salvation to those eagerly waiting for him. ସେନ୍ତାରିସେ କିରିସ୍‌ଟ ମିସା ସବୁ ଲକର୍‌ ପାପ୍‌ ନିଜେ ନେବାକେ ବଲି ଇସାବେ ତରେକ୍‌ ସେ ସର୍‌ପାଇ ଅଇଲା । ସେ ଆରି ତରେକ୍‌ ଆଇଲାବେଲେ, ଆମର୍‌ ପାପର୍‌ପାଇ ସେ ନ ଆସେ । ମାତର୍‌ ତାକେ ଜାଗି ରଇଲା ଲକ୍‌ମନ୍‌କେ ଉଦାର୍‌ କର୍‌ବାକେ ଆଇସି ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

Saa25

The Desiya Bible © The Word for the World International and Desiya Translation Samithi, Koraput, Odisha. 2025
Desiya Bible · Creative Commons - Attribution-ShareAlike [CC BY-SA]