1My brothers and sisters, not many of you should become teachers, since we teachers face stricter judgment.Saa25ଏ ମର୍ ବାଇବଇନିମନ୍, ତମର୍ ବିତ୍ରେ ବାକିଅ ସିକିଆ ଦେବା ଗୁରୁ ଅଦିକ୍ ଉଆ ନାଇ । ଜନ୍ଲକ୍ ବିନ୍ ଲକ୍ମନ୍କେ ସିକାଇବାଇ ସେମନ୍ ଅଦିକ୍ ଡଣ୍ଡ୍ ପାଇବାଇ, ଏଟା ଜାନିରୁଆ ।
2For we all stumble in many ways. Anyone who never stumbles in speech is a mature man, able to control his whole body too.Saa25ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।
3If we put bits in horses' mouths to make them obey us, we guide their whole bodies too.Saa25ଗଟେକ୍ ଗଡାର୍ ବିସଇ ବାବିଦେକୁ । ଜଦି ଗଡା ଆମର୍ କାତା ମାନ୍ବାର୍ ଆଚେ ବଇଲେ, ତାର୍ ଟଣ୍ଡେ ଲାଗନ୍ ଚାବାଇଲୁନି । ଜେନ୍ତାରିକି ଗଡାର୍ ଗୁଲାଇ ଗାଗଡ୍ ମିସା ବୁଲାଇକରି, ଆମେ ଜନ୍ବାଟେ ମନ୍ କର୍ବୁ, ସେବାଟେ ନେଲୁନି ।
4Consider ships too: though large and driven by strong winds, a tiny rudder steers them wherever the pilot wants.Saa25ସେନ୍ତାରିସେ ଗଟେକ୍ ବଡ୍ ପାନିଜାଜର୍ ବିସଇ ଚିନ୍ତା କରିଦେକା । ସେଟା ବେସି ବଡ୍ ରଇଲେ ମିସା ଜବର୍ ପବନ୍ ଆଇତେରଇଲେସେ ସେଟା ଚାଲାଇଅଇସି । ମାତର୍ ଗଟେକ୍ ଜାଜ୍ଚାଲାଉ ସାନ୍ଟା ବୁଲାଇବା ଚକା ମାରିକରି ସେ ଜନ୍ତି ମନ୍ କର୍ସି, ଜାଜ୍ ସେ ବାଟେ ଚାଲାଇ ନେଇସି ।
5So too the tongue is a small body part, yet boasts great things. See how small a fire sets ablaze a great forest!Saa25ସେ ରକାମ୍ ଆକା ଆମର୍ ଟଣ୍ଡେ ରଇବା ଜିବ୍ ମିସା ଆମର୍ ଗାଗଡର୍ ଗଟେକ୍ ସାନ୍ ଜିନିସ୍, ମାତର୍ ଏଟା ବେସି ବଡ୍ବଡ୍ କାତା କଇସି । ଗଟେକ୍ ଡଙ୍ଗରର୍ ବିସଇ ବାବିଦେକା, ସେଟା ବଡେଟା ରଇଲେ ମିସା କଣ୍ଡେକ୍ ଜଇ ଇଙ୍ଗ୍ରା ଲାଗିକରି ସବୁ ପଡାଇଦେଇସି ।
6The tongue is a fire, a world of wickedness placed among our body's parts. It stains the whole body, sets the whole course of life ablaze, and is itself set ablaze by hell.Saa25ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି ।
7Every kind of beast, bird, reptile, and sea creature is tamed, and has been tamed, by humankind,Saa25କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ ।
8but no human being can tame the tongue. It is a restless evil, full of deadly poison.Saa25ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
9With it we bless our Father; with it we curse people made in the likeness of our Father.Saa25ଆମେ ଜିବ୍ ସଙ୍ଗ୍ ମାପ୍ରୁକେ ଆରି ବାବା ପରମେସର୍କେ ଦନିଅବାଦ୍ ଦେଲୁନି ଆରି ଏ ଜିବ୍ସଙ୍ଗ୍ ପର୍ମେସର୍ ତାର୍ପାରା ତିଆର୍ କରିରଇବା ମୁନୁସ୍କେ ସାଇପ୍ ଦେଲୁନି ।
10From the same mouth come blessing and cursing. My brothers and sisters, this should not be.Saa25ଗଟେକ୍ ଟଣ୍ଡେଅନିସେ ଦନିଅବାଦ୍ ଦେବାଟା ଆରି ସାଇପ୍ ଦେବାଟା ବାରଇସି । ମର୍ ବାଇବଇନିମନ୍, ଏନ୍ତାରି ଅଇବାଟା ଟିକ୍ ନଏଁ ।
11Does a spring pour out both fresh and bitter water from the same opening?Saa25ଗଟେକ୍ ଚୁଆବିଲେଅନି, ଗଲାପାନି ଆରି ନିର୍ମଲ୍ପାନି ବାରଇସି କି ? ନାଇ, ନ ବାରଏ ।
12Brothers and sisters, can a fig tree bear olives, or a vine figs? Neither can a salt spring yield fresh water.Saa25ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।
13Who is wise and understanding among you? Let him show his deeds through good conduct, in wisdom's humility.Saa25ତମର୍ ବିତ୍ରେ ଗିଆନି ଆରି ବୁଲ୍ଟିକ୍ ବଲି କଇବା ଲକ୍ ଆଚତ୍ କି ? ତାର୍ ନିକକରି ଜିଇବାକାଇବାଟାନେଅନି ସେଟା ଦେକାଅ । ତାର୍ ଜିବନେ, ଗଟେକ୍ ଗିଆନ୍ ରଇବା ଲକର୍ ଇସାବେ, ସବୁବିସଇ ସୁଆଲେ କଲାଆଚେ ବଲି ଦେକାଅ ।
14But if bitter envy and selfish ambition fill your heart, don't boast or lie against the truth.Saa25ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ ।
15This is not the wisdom that comes down from above, but is earthly, unspiritual, demonic.Saa25ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।
16For where there is jealousy and selfish ambition, there will be disorder and every vile practice.Saa25ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।
17Wisdom from above: pure first, then peace-loving, gentle, reasonable, full of mercy and good fruit, unbiased, sincere.Saa25ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ ।
18And the harvest of righteousness is sown in peace by those who make peace.Saa25ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।