1After this, Jesus crossed the Sea of Galilee, also called the Sea of Tiberias.Saa25ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।
2A large crowd followed him, because they saw the signs he performed on the sick.Saa25ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।
3Jesus went up on the mountainside and sat down there with his disciples.Saa25ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗଟେକ୍ ଡଙ୍ଗର୍ ଉପ୍ରେ ଜାଇ ବସ୍ଲା ।
4Now the Passover, the feast of the Jews, was near.Saa25ସେବେଲେ ଜିଉଦି ମନର୍ ନିସ୍ତାର୍ ପରବ୍ କେଟି ଆଇତେରଇଲା ।
5Looking up, Jesus saw a large crowd approaching and asked Philip, "Where can we buy bread for these people to eat?"Saa25ତାର୍ ଲଗେ ବେସି ଲକ୍ମନ୍ ଆଇବାଟା ଦେକିକରି ଜିସୁ ପିଲିପ୍କେ ପାଚାର୍ଲା, “ଏତେକ୍ମାଣ୍ଡ୍ ଲକ୍ମନର୍ ପାଇ କନ୍ତିଅନି ଜାଇ କାଦି ଗେନିଆନି ଅଇସି ?”
6He said this to test Philip, for he himself already knew what he was going to do.Saa25ମାତର୍ ପିଲିପ୍କେ ପରିକା କର୍ବାକେ ଜିସୁ ଏନ୍ତାରି ପାଚାରି ରଇଲା । କାଇକେ ବଇଲେ ଜିସୁ କାଇଟା କର୍ବାକେ ଗାଲାନି ବଲି ସେ ନିଜେ ଜାନିରଇଲା ।
7Philip answered him, "200 days' wages of bread isn't enough for each of them to get a little."Saa25ପିଲିପ୍ ଜିସୁକେ କଇଲା, “ଇତି ରଇଲା ସବୁ ଲକ୍ମନ୍କେ ଦୁଇସ ତେଇ ଅନି ଅଦିକ୍ ରୁପାଟାଙ୍ଗାର୍ ରୁଟି ଗେନ୍ବାକେ ପଡ୍ସି ।”
8One of his disciples, Andrew, Simon Peter's brother, said to him,Saa25ତେଇ ଆନ୍ଦ୍ରିୟ ନାଉଁର୍ ଗଟେକ୍ ସିସ୍ ରଇଲା, ସେ ସିମନ୍ ପିତରର୍ ବାଇ । ସେ କଇଲା, “ଇତି ଗଟେକ୍ ପିଲାର୍ ଟାନେ ପାଁଚ୍ଟା ରୁଟି ଆରି ଦୁଇଟା ବାଜ୍ଲା ସାନ୍ ମାଚ୍ ଆଚେ ।
9"A boy here has five barley loaves and two fish—but what's that for so many?"Saa25ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।”
10Jesus said, "Have the people sit down." Much grass grew there, so about 5,000 men sat down.Saa25ଜିସୁ ତାର୍ ସିସ୍ମନ୍କେ କଇଲା, “ଲକ୍ମନ୍କେ ଗାଁସ୍ ଉପ୍ରେ ବସାଆ ।” ସେ ପଡିଆଇ ବେସି ଗାଁସ୍ ରଇଲା । ଗାଁସ୍ ଉପ୍ରେ ସବୁଲକ୍ ବସ୍ଲାଇ । ଆରି ତେଇ ଅବ୍କା ମୁନୁସ୍ ପିଲାସେ ପାଁଚ୍ ଅଜାର୍ ଲକ୍ ରଇଲାଇ ।
11Jesus then took the loaves, gave thanks, and distributed them to those seated; likewise with the fish, as much as they wanted.Saa25ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା ।
12When they were full, he told his disciples, "Gather the leftover pieces, so nothing is lost."Saa25ସବୁ ଲକ୍ମନ୍ ପେଟ୍ ପୁର୍ତେ କାଇଲା ପଚେ, ଜିସୁ ତାର୍ ସିସ୍ମନ୍କେ କଇଲା, “ଅଗଲ୍ଲା ମାଚ୍ ଆରି ରୁଟି ଗଟେକ୍ଟାନେ ଟୁଲିଆଉ, ତେବେ କଣ୍ଡେକ୍ ମିସା ନସ୍ଟ ନ ଅଏ ।”
13So they gathered the fragments left over from the five barley loaves after the people ate, filling twelve baskets.Saa25ଲକ୍ମନ୍ କାଇସାରାଇଲା ପଚେ, ସେ ପାଁଚ୍ଟା ରୁଟିଅନି ଜେତ୍କି ଅଗଲ୍ଲା, ସିସ୍ମନ୍ ସେଟା ଟୁଲିଆଇ କରି ବାର୍ଟା ଡାଲାଇ ବର୍ତି କଲାଇ ।
14So when the people saw the sign he did, they said, "This really is the Prophet coming into the world!"Saa25ଜିସୁ କଲା ଏ କାବାଅଇଜିବା କାମ୍ ଦେକିକରି ତେଇ ରଇଲା ଲକ୍ମନ୍ କଇଲାଇ “ଏ ଦୁନିଆଇ ପର୍ମେସରର୍ ଜନ୍ ବବିସତ୍ବକ୍ତା ଆଇବାର୍ ରଇଲା, ସତଇସେ ଏ ଆକା ।”
15Knowing they meant to come and seize him to make him king, Jesus withdrew again to the mountain alone.Saa25ସେଦାପ୍ରେସେ ଲକ୍ମନ୍ ଜିସୁକେ ରାଜା କରାଇବାକେ ତିଆର୍ ଅଇବାଟା ଜାନି, ତେଇଅନି ସେ ଗଟେକ୍ ଲକ୍ ଡଙ୍ଗର୍ ଉପ୍ରେ ଉଟିଗାଲା ।
16When evening came, his disciples went down to the sea,Saa25ସେ ଦିନେ ସଞ୍ଜ୍ ଅଇଗାଲାକେ ଜିସୁର୍ ସିସ୍ମନ୍ ତେଇଅନି ଉତ୍ରିକରି ଗାଡେ ଗାଲାଇ ।
17got in a boat and headed across the sea to Capernaum. It was already dark, and Jesus had not yet reached them.Saa25ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।
18A strong wind was blowing, and the sea grew rough.Saa25ଆରି ତେଇ ବେସି ବାଉ ପବନ୍ ଅଇବାର୍ ଦାର୍ଲାଜେ ଗାଡେ ବେସି ବଡ୍ ବଡ୍ ଲଅଡି ଅଇତେ ରଇଲା ।
19After rowing three or four miles, they saw Jesus walking on the water, approaching the boat, and were afraid.Saa25ସେମନ୍ ଚଟୁ ଗାଟି ଗାଟି ପାଁଚ୍ କି ଚଅ କିଲମିଟର୍ ଗାଲା ପଚେ, ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ଡଙ୍ଗା ଲଗେ ଆଇବାଟା ଦେକିକରି ସେମନ୍ ବେସି ଡରିଗାଲାଇ ।
20But he said to them, "It is I; do not be afraid."Saa25ମାତର୍ ଜିସୁ ସେମନ୍କେ କଇଲା, “ଡରାନାଇ, ଏଟା ମୁଇସେ ।”
21So they were glad to take him into the boat, and instantly it reached the shore they were heading toward.Saa25ଜିସୁ ଏ କାତା କଇଲା ପଚେ, ସିସ୍ମନ୍ ତାକେ ବେସି ସାର୍ଦା ସଙ୍ଗ୍ ଡଙ୍ଗାଇ ଚଗାଇଲାଇ । ଆରି ସେମନ୍ ଜନ୍ ଜାଗାଇ ଜାଇତେରଇଲାଇ, ସେ ଜାଗାଇ ଦାପ୍ରେ ଜାଇ କେଟ୍ଲାଇ ।
22The next day, the crowd remaining on the far shore saw that only one boat had been there, that Jesus had not boarded it with his disciples, but that his disciples had gone off alone.Saa25ତାର୍ ଆର୍କର୍ ଦିନର୍ ସାକାଲେ, ଗାଡ୍ ସେପାଟେ ରଇଲା ଲକ୍ମନ୍ ଜାନିପାର୍ଲାଇ ଜେ, ତେଇ ଗଟେକ୍ସେ ଡଙ୍ଗା ରଇଲା । ଆରି ସିସ୍ମନ୍ ଜିସୁକେ ମିସ୍ତେ ଡାକି ନ ନେଇ, ଡଙ୍ଗାଇ ବସି ମଜାଗାଡେ ଉଟିଗାଲାଇ ଆଚତ୍ ବଲି । ସେମନ୍ ତାକେ ଚାଡିକରି ଜାଇରଇଲାଇ ।
23Other boats came from Tiberias near the place where they ate bread after the Lord gave thanks.Saa25ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
24So when the crowd saw Jesus and his disciples weren't there, they got in boats and went to Capernaum to look for Jesus.Saa25ସେ ଜାଗାଇ ଲକ୍ମନ୍ ଜିସୁକେ ଆରି ତାର୍ ସିସ୍ମନ୍କେ ବେଟ୍ ନ ଅଇଲାକେ, ଡଙ୍ଗାମନ୍କେ ଚଗି ତାକେ କଜି କଜି କପର୍ନାଉମ୍ ଜାଗାବାଟେ ଜିବାକେ ବାରଇଲାଇ ।
25Finding him across the sea, they asked, "Rabbi, when did you get here?"Saa25ଲକ୍ମନ୍ ଜିସୁକେ ଗାଡ୍ ସେପାଟେ ବେଟ୍ଅଇକରି ପାଚାର୍ଲାଇ, “ଏ ଗୁରୁ ତମେ ଇତି କେଡେବଲ୍ ଆସି କେଟ୍ଲାସ୍ ?”
26Jesus answered them, "Truly, truly, I tell you: you seek me not because you saw signs, but because you ate the loaves and were filled.Saa25ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କଇଲିନି, ମୁଇ କରିରଇବା କାବାଅଇଜିବା କାମ୍ ବୁଜିକରି ମକେ କଜାସ୍ ନାଇ । ମାତର୍ ତମେ ପେଟ୍ ପୁର୍ତେ ରୁଟି କାଇରଇଲାସ୍ ବଲି ଆସିଆଚାସ୍ ।
27Don't work for food that spoils, but for food that lasts to eternal life, which the Son of Man will give you. For on him our Father has set his seal."Saa25ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇଁ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ ।
28Then they said to him, "What must we do to be doing the works of our Father?"Saa25ସେବେଲେ ଲକ୍ମନ୍ ଜିସୁକେ ପାଚାର୍ଲାଇ, “ଜନ୍ଟା ପର୍ମେସର୍ ମନ୍ କଲାନି, ସେଟା ଆମେ କର୍ବାର୍ ଆଲେ କାଇଟା କର୍ବାର୍ ଆଚେ ?”
29Jesus answered them, "This is our Father's work: that you believe in the one he sent."Saa25ଜିସୁ ସେମନ୍କେ କଇଲା, “ଜାକେ ପର୍ମେସର୍ ପାଟାଇଲା ଆଚେ, ତାକେ ତମେ ବିସ୍ବାସ୍ କଲେ ସେଟା କରିପାରାସ୍ ।”
30So they asked him, "What sign will you give, so we may see and believe you? What work will you do?Saa25ସେବେଲା ସେମନ୍ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ଆମେ ଜେନ୍ତି ବିସ୍ବାସ୍ କର୍ବୁ, ସେଟାର୍ ପାଇ ଆମ୍କେ କାଇଆଲେ କାବାଅଇଜିବା କାମ୍ କରି ଦେକାଇପାରୁସ୍ କି ? କ କାଇଟା କରିପାରୁସ୍ ?”
31Our ancestors ate manna in the wilderness, as it is written: 'He gave them bread from heaven to eat.'"Saa25ଆରି ସେମନ୍ କଇଲାଇ, “ଆମର୍ ଆନିଦାଦିମନ୍ ମରୁବାଲି ବୁଏଁ ମାନା କାଦି କାଇରଇଲାଇ, ସେଟା ଆମର୍ ଦରମ୍ ସାସ୍ତର୍ ଇସାବେ ପର୍ମେସର୍ ସେମନ୍କେ ସର୍ଗେ ଅନି ଦେଇରଇଲା ।”
32Jesus told them, "Truly, truly, I tell you: Moses didn't give you the bread from heaven—my Father gives you the true bread from heaven.Saa25ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜନ୍ଟା ମସା ତମ୍କେ ଦେଇରଇଲା, ସେଟା ସର୍ଗେଅନି ଆସିରଇଲା କାଦି ନଏଁ । ମାତର୍ ମର୍ ବାବା ତମ୍କେ ସର୍ଗେଅନି ସତ୍ କାଦି ଦେଇସି ।
33For the bread of our Father is he who comes down from heaven and gives the world life."Saa25ପର୍ମେସରର୍ କାଦି ଅଇଲାନି ଗଟେକ୍ ଲକ୍ ଜେ କି ନ ସାର୍ବା ଜିବନ୍ ଦେବାକେ ସର୍ଗେଅନି ଦୁନିଆଇ ଆସିରଇଲା” ବଲି କଇଲା ।
34So they said to him, "Lord, give us this bread always."Saa25ଲକ୍ମନ୍ ଜିସୁକେ କଇଲାଇ, “ଆଗିଆଁ ସବୁବେଲେ ଆମ୍କେ ଏ କାଦି ଦିଆ ।”
35Jesus told them, "I am the bread of life. Whoever comes to me will never hunger; whoever believes in me will never thirst.Saa25ତାର୍ ପଚେ ଜିସୁ ସେମନ୍କେ କଇଲା, “ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
36But as I told you, you have seen me and still do not believe.Saa25ମୁଇ ତମ୍କେ କଇଲିନି, ତମେ ମକେ ଦେକିକରି ମିସା ବିସ୍ବାସ୍ କରାସ୍ନାଇ ।
37All the Father gives me will come to me, and the one who comes to me I will never drive away.Saa25ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
38For I came down from heaven not to do my own will, but the will of him who sent me.Saa25କାଇକେବଇଲେ ମୁଇ ନିଜେ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଆସି ନାଇ, ମାତର୍ ମକେ ପାଟାଇରଇବା ପର୍ମେସରର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ସର୍ଗେଅନି ଆସିଆଚି ।
39This is the will of him who sent me: that I lose none of all he has given me, but raise them up on the last day.Saa25ଜନ୍ ଲକ୍ମନ୍କେ ସେ ମକେ ଦେଲାଆଚେ, ସେମନର୍ ବିତ୍ରେଅନି ମୁଇ ଗଟେକ୍ ଲକ୍କେ ମିସା ନ ଆଜାଇ । ସାରାସାରି ଦିନେ ସେ ସବୁ ଲକ୍କେ ଆରିତରେକ୍ ଜିବନ୍ କରି ଉଟାଇବି । ଏଟା ଆକା ସେ ମନ୍ କର୍ବାଟା ।
40For this is the will of my Father: that everyone who looks to the Son and believes in him should have eternal life, and I will raise them up on the last day."Saa25ପର୍ମେସରର୍ ପିଲା ମୁଇ କେ କେ ମକେ ଦେକ୍ବାଇ ଆରି ବିସ୍ବାସ୍ କର୍ବାଇ, ସେମନ୍ ନ ସାର୍ବା ଜିବନ୍ ପାଇବାର୍ ଆଚେ ବଲି ପର୍ମେସର୍ ମନ୍ କଲାନି । ଆରି ମୁଇ ସେମନ୍କେ ସାରାସାରି ଦିନେ ମଲାଟାନେଅନି ଜିବନ୍ ଅଇକରି ଉଟାଇ ଦେବାର୍ ଆଚେ ବଲି ମିସା ପର୍ମେସର୍ ମନ୍ କଲାନି” ବଲି କଇଲା ।
41So the Jews grumbled about him because he said, "I am the bread that came down from heaven."Saa25ଏଟା ସୁନିକରି ଜିଉଦି ନେତାମନ୍ ଜିସୁର୍ ବିରଦେ ସେମନର୍ ବିତ୍ରେ ଦଦାପେଲା ଅଇଲାଇ । କାଇକେ ବଇଲେ, ଜିସୁ ମୁଇ ସର୍ଗେ ଅନି ଆସିରଇବା କାଦି ବଲି କଇଲାର୍ ପାଇ ସେମନ୍ ଏନ୍ତି ଅଇଲାଇ ।
42They said, "Isn't this Jesus, Joseph's son, whose father and mother we know? How can he now say, 'I have come down from heaven'?"Saa25ସେମନ୍ କଇଲାଇ “ଏଟା ଜସେପର୍ ପିଲା ଜିସୁ ନଏଁ କି ? ଆମେ ତାର୍ ଆୟା ବାବାକେ ଜାନି ଆଚୁ । ସେ କେନ୍ତି ‘ମୁଇ ସର୍ଗେଅନି ଆସିଆଚି’ ବଲି କଇଲାନି ?”
44"No one can come to me unless the Father who sent me draws him, and I will raise him on the last day.Saa25ମକେ ପାଟାଇରଇବା ପର୍ମେସର୍ ମର୍ ଲଗେ ଡାକି ନ ଆନ୍ଲେ, କେ ମିସା ମର୍ ଲଗେ ଆସିନାପାରତ୍ । ଆରି ଜେ ଜେ ଆଇବାଇ, ସେମନ୍କେ ମୁଇ ସାରାସାରି ଦିନେ ମଲାଟାନେଅନି ଜିବନ୍ କରି ଉଟାଇବି ।
45It is written in the Prophets: 'And they will all be taught by our Father.' Everyone who has heard and learned from the Father comes to me.Saa25ବବିସତ୍ବକ୍ତାମନ୍ ଦରମ୍ ସାସ୍ତରେ ଲେକିଆଚତ୍, ପର୍ମେସର୍ଟାନେଅନିସେ ସବୁଲକ୍ ସିକ୍ବାଇ । କେ ମିସା ବାବାର୍ କାତା ସୁନି ତାର୍ ସିକିଆ ପାଇସି, ସେ ମର୍ଲଗେ ଆଇସି ।
46Not that anyone has seen the Father except the one from him; he has seen the Father.Saa25କେ ମିସା ବାବାକେ ଦେକତ୍ନାଇ । ମୁଇ ପର୍ମେସରର୍ ତେଇଅନି ଆସିଆଚେ, ମୁଇସେ ବାବାକେ ଦେକିଆଚି ।
48I am the bread of life.Saa25ଉଁ, ମୁଇସେ ଜିବନ୍ ଦେବା କାଦି ।
49Your ancestors ate the manna in the wilderness, yet they died.Saa25ତମର୍ ଆନିଦାଦିମନ୍ ମରୁବାଲିବୁଏଁ ମାନା କାଦି କାଇରଇଲାଇ, ଏଲେମିସା ସେମନ୍ ମଲାଇ ।
50This is the bread that comes down from heaven, so anyone may eat it and not die.Saa25ମାତର୍ ଜନ୍ କାଦି ସର୍ଗେଅନି ଆଇସି, ସେଟା ଜେ କାଇଲେ ମିସା, ନ ମରତ୍ ।
51I am the living bread come down from heaven. Whoever eats this bread will live forever. The bread I will give is my flesh, for the life of the world."Saa25ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା ।
52Then the Jews argued sharply among themselves, "How can this man give us his flesh to eat?"Saa25ଜିସୁ କଇଲା କାତା ସୁନି ଜିଉଦି ନେତାମନ୍ ରିସାଅଇ ଆଉଲିଅଇକରି “ଏ ଲକ୍ କେନ୍ତି ନିଜର୍ ଗାଗଡ୍ ଆମ୍କେ କାଇବାକେ ଦେଇ ପାରେ ?” ବଲି ଦଦାପେଲା ଅଇ କଇଲାଇ ।
53Jesus told them, "Truly, truly, I tell you, unless you eat the flesh of the Son of Man and drink his blood, you have no life in yourselves.Saa25ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
54Whoever feeds on my flesh and drinks my blood has eternal life, and I will raise him on the last day.Saa25ମାତର୍ ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି ସେ ନ ସାର୍ବା ଜିବନ୍ ପାଇସି । ମୁଇ ସେ ଲକ୍କେ ସାରାସାରି ଦିନେ ମଲାଟାନେଅନି ଉଟାଇବି ।
55For my flesh is true food, and my blood is true drink.Saa25କାଇକେବଇଲେ, ମର୍ ଗାଗଡ୍ ଅଇଲାନି ସତ୍ କାଦି ଆରି ମର୍ ବନି ଅଇଲାନି ସତ୍ ପାନି ।
56Whoever feeds on my flesh and drinks my blood remains in me, and I in him.Saa25ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି, ସେ ମର୍ଟାନେ ରଇସି ଆରି ମୁଇ ତାର୍ଟାନେ ରଇବି ।
57As the living Father sent me and I live because of the Father, so whoever feeds on me will live because of me.Saa25ଜିବନ୍ ରଇବା ବାବା ମକେ ପାଟାଇଆଚେ, ଆରି ତାର୍ଲାଗି ମୁଇ ବଁଚିଆଚି । ସେନ୍ତାରିସେ ଜେ ମକେ କାଇସି, ମର୍ଲାଗି ବଁଚିରଇସି ।
58This is the bread that came down from heaven. It is not like the bread your ancestors ate and still died. Whoever feeds on this bread will live forever."Saa25ଏଟାସେ ସର୍ଗେଅନି ଆସିରଇବା କାଦି । ଜନ୍ କାଦି ତମର୍ ଆନିଦାଦିମନ୍ କାଇକରି ପଚେ ମଲାଇ, ଏଟା ସେନ୍ତାରି କାଦି ନଏଁ । ଏ କାଦି ଜେ କାଇସି ସେ କାଲ୍କାଲ୍ ଜୁଗ୍ଜୁଗ୍ ବଁଚିରଇସି ।”
59He said these things while teaching in the synagogue at Capernaum.Saa25ଜିସୁ କପର୍ନାଉମେ ଜିଉଦିମନର୍ ପାର୍ତନା ଗରେ ସିକିଆ ଦେବାବେଲେ ଏ ସବୁ କାତା କଇରଇଲା ।
60On hearing it, many of his disciples said, "This is a hard teaching. Who can accept it?"Saa25ଜିସୁର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ଲକ୍ ଏ କାତା ସୁନିକରି କଇଲା, “ଏ ସିକିଆ ମୁଲ୍କେ ବୁଜି ନଇଲାନି । ସେଟାର୍ପାଇଁ କେ ଏଟା ନାମ୍ସି ?”
61Aware that his disciples were grumbling about this, Jesus said to them, "Does this offend you?Saa25ଜିସୁକେ ଏ ବିସଇ ନେଇକରି କେ କାଇବଲି ନ କଇରଇଲେ ମିସା, ସିସ୍ମନ୍ କୁଆବଲା ଅଇଲାଇନି ବଲି ଜାନିକରି, ସେ ସେମନ୍କେ କଇଲା, “ତମେ ଏ କାତା ସୁନି ମନ୍ଦୁକ୍ କଲାସ୍ନି କି ?
62"Then what if you see the Son of Man ascending to where he was before?Saa25ଏନ୍ତି ବଇଲେ, ନର୍ପିଲା ମୁଇ ଜନ୍ ଜାଗାଇଅନି ଆସିରଇଲି, ସେ ଜାଗାଇ ଆରି ତରେକ୍ ବାଉଡି ଜିବାଟା ଦେକ୍ଲେ ତମେ କାଇଟା ବଲି କଇସା ?
63The Spirit gives life; the flesh helps nothing. The words I have spoken to you are spirit and life.Saa25ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇଁ ମୁଇ ଏ କାତା କଇଲିଆଚି ।
64But some of you don't believe." For Jesus knew from the start who didn't believe, and who would betray him.Saa25ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
65And he said, "This is why I told you: no one can come to me unless the Father enables him."Saa25ଆରି ଜିସୁ କଇଲା, “ସେଟାର୍ ପାଇସେ ମୁଇ ତମ୍କେ କଇଲିନି, ଜଦି ବାବା ନ ପାଟାଇଲେ, କେ ମିସା ମର୍ ଲଗେ ଆସିନାପାରେ ।”
66From this time many of his disciples turned back and no longer walked with him.Saa25ଜିସୁ ଏ କାତା କଇଲାକେ ତାର୍ ସଙ୍ଗ୍ ଜାଇତେରଇବା ଲକ୍ମନର୍ତେଇଅନି ବେସିଲକ୍ ତାର୍ ସଙ୍ଗ୍ ଜିବାକେ ମନ୍ ନ କରି ଚାଡି ଉଟିଗାଲାଇ ।
67So Jesus asked the Twelve, "Do you want to leave too?"Saa25ସେବେଲେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ପାଚାର୍ଲା, “ତମେ ମିସା ମକେ ଚାଡିକରି ଉଟିଜିବାକେ ମନ୍ କଲାସ୍ନି କି ?”
68Simon Peter answered him, "Lord, to whom should we go? You have the words of eternal life.Saa25ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ ।
69We have believed and known you are the Holy One of our Father."Saa25ତମେତା ପର୍ମେସରର୍ ଟାନେଅନି ଆଇଲା ସୁକଲ୍ ଲକ୍ ବଲି, ଏବେ ଆମେ ବିସ୍ବାସ୍ କରି ଜାନ୍ଲୁ ।”
70Jesus answered them, "Have I not chosen you, the Twelve? Yet one of you is a devil."Saa25ଜିସୁ ସେମନ୍କେ କଇଲା, “ମୁଇ କାଇ ତମ୍କେ ବାର ଲକ୍କେ ବାଚି ନାଇ କି ? ଏଲେମିସା ତମର୍ ବିତ୍ରେଅନି ଗଟେକ୍ ଲକ୍ ସଇତାନର୍ ।”
71He meant Judas, son of Simon Iscariot, one of the Twelve, who was about to betray him.Saa25ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା ।