1Since many have undertaken to compile an ordered account of what has been accomplished among us.Saa25ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ ।
2Just as eyewitnesses from the beginning and servants of the word handed these accounts to us,Saa25ଆରାମ୍ ଅଇଲା ମୁଲେ, ଜେଜେ ଏ ସବୁ ଦେକିରଇଲାଇ ଆରି ସୁବ୍ କବର୍ ବିନ୍ ଲକ୍ମନ୍କେ ଜାନାଇଲାଇ, ସେମନ୍ ଆମ୍କେ କଇଲା ଇସାବେ ଲେକ୍ଲାଇ ।
3I too, having traced everything accurately from the start, decided to write it in order for you, most excellent Theophilus,Saa25ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
4so that you may know the certainty of the things you have been taught.Saa25ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
5In the days of Herod, king of Judea, a priest named Zechariah was in Abijah's priestly division. His wife Elizabeth descended from Aaron.Saa25ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
6They were both righteous before our Father, walking blamelessly in all his commandments and ordinances.Saa25ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।
7But they had no child, because Elizabeth was barren, and both were very old.Saa25ମାତର୍ ସେମନ୍କେ ପିଲାଜିଲା ନ ରଇଲା । କାଇକେ ବଇଲେ ଏଲିସାବେତ୍ ବାଞ୍ଜି ରଇଲା । ଆରି ସେମନ୍ ଡକ୍ରା ଡକ୍ରି ଅଇଜାଇରଇଲାଇ ।
8Now while he was serving as priest before our Father when his division was on duty,Saa25ଦିନେକ୍ ଜିକରିୟ ନିଜର୍ ଦଲର୍ ପାଲି ଇସାବେ, ଜିଉଦିମନର୍ ମନ୍ଦିରେ ପୁଜାରି କାମ୍ କର୍ବାବେଲେ,
9by priestly custom, lot chose him to enter his sanctuary and burn incense.Saa25ରିତିନିତି ଇସାବେ ଜିକରିୟର୍ ନାଉଁ କେଡ୍ ପୁଟ୍ଲାଜେ ତାକେ ମାପ୍ରୁର୍ ମନ୍ଦିରେ ଜାଇକରି ବେଦିଟାନେ ଦୁପ୍ ଦେବାକେ ପଡ୍ଲା ।
10And the whole crowd of the people were praying outside at the hour of incense.Saa25ଆରି ଦୁପ୍ ଦେବାବେଲେ ଲକ୍ମନ୍ ବାଇରେ ପାର୍ତନା କର୍ତେ ରଇଲାଇ ।
11Then an angel of our Father appeared to him, standing at the right of the altar of incense.Saa25ସେଡ୍କିବେଲେ ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ଦୁପ୍ ଦେବା ବେଦିର୍ ଉଜାବାଟେ ଟିଆଅଇ ତାକେ ଦର୍ସନ୍ ଦେଲା ।
12Zechariah was shaken when he saw him, and fear came over him.Saa25ଜିକରିୟ ତାକେ ଦେକି କିଲ୍ବିଲ୍ ଅଇ ଡରିଗାଲା ।
13The angel said to him, "Don't be afraid, Zechariah—your prayer has been heard. Your wife Elizabeth will bear you a son; name him John.Saa25ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
14You will have joy and gladness; many will rejoice at his birth.Saa25ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
15He will be great before our Father, must never drink wine or other alcoholic drinks, and he will be filled with the Holy Spirit even from his mother's womb.Saa25ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
16And he will turn many of the children of Israel back to their Father.Saa25ଆରି ଇସ୍ରାଏଲ୍ ଲକ୍ମନର୍ ବିତ୍ରେ ଅନି କେତେ କେତେ ଲକ୍ମନ୍କେ ମାପ୍ରୁ ତାର୍ ପର୍ମେସରର୍ ଟାନେ ବାଉଡାଇସି ।
17He will go before our Father in Elijah's spirit and power, turning fathers' hearts to their children, and the disobedient to the wisdom of the righteous, to prepare a people ready for our Father."Saa25ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କୁରାଇସି ।”
18Zechariah said to the angel, "How will I know this? I'm old, and my wife is well along in years."Saa25ତେଇ ଜିକରିୟ ଦୁତ୍କେ କଇଲା, “ତମେ କଇବାଟା ସତ୍ ଅଇସି ବଲି ମୁଇ କେନ୍ତି ଜାନ୍ବି ? କାଇକେବଇଲେ ମୁଇତା ଡକ୍ରା ଅଇଗାଲିବେ, ଆରି ମର୍ ମାଇଜି ମିସା ଡକ୍ରି ଅଇଗାଲାନି ।”
19The angel answered him, "I am Gabriel, who stands in our Father's presence, sent to speak to you and bring you this good news.Saa25ଦୁତ୍ ତାକେ କଇଲା “ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
20And now you will be silent, unable to speak, until the day these things happen, because you did not believe my words, which will come true in their time."Saa25ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
21Meanwhile the people waited for Zechariah, wondering why he stayed so long in the sanctuary.Saa25ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
22When he came out, he could not speak to them, and they knew he had seen a vision in the sanctuary. He kept motioning to them and stayed mute.Saa25ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
23And when his days of service were ended, he went home.Saa25ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
24After these days his wife Elizabeth became pregnant, and for five months she kept herself hidden, saying,Saa25ଏତ୍କି ଅଇ କେତେକ୍ ଦିନ୍ ଗାଲା ପଚେ ତାର୍ ମାଇଜି ଏଲିସାବେତ୍ ଗାଗ୍ଡେ ଅଇଲା ଆରି ସେ ପାଁଚ୍ ମାସ୍ ଜାକ କାକେ ନ ଜାନାଇ ଗରେସେ ରଇଲା ।
25"This is what our Father did for me, in the days he looked on me, to remove my disgrace among people."Saa25ତାର୍ପଚେ ଏଲିସାବେତ୍ କଇଲା, “ଲକ୍ମନର୍ ଜେଞ୍ଜେଟ୍ କର୍ବାଟା ଦୁର୍ କର୍ବାକେ ସାରାସାରି ମକେ ଦୟା କରି ମାପ୍ରୁ ଏନ୍ତାରି କଲାଆଚେ ।”
26In month six our Father sent the angel Gabriel to a Galilee town called Nazareth,Saa25ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।
27to a virgin engaged to a man named Joseph, of the house of David; the virgin's name was Mary.Saa25ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
28And he came to her and said, "Greetings, favored one! Our Father is with you."Saa25ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
29But she was greatly troubled by his words, and wondered what kind of greeting this might be.Saa25ମରିୟମ୍ ସରଗର୍ ଦୁତ୍ କଇଲା ବାକିଅ ସୁନ୍ଲା ଆରି କାଇଟା ବୁଜିନାପାରି ଉଡୁକ୍ ଦୁଡୁକ୍ ଅଇଜାଇକରି, ବାବିବାବି ରଇଲା ।
30The angel said to her, "Don't be afraid, Mary, for you have found favor with our Father.Saa25ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
31You will conceive in your womb and bear a son, and you will call his name Jesus.Saa25ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା ।
32He will be great and called Son of the Most High, and our Father will give him the throne of his father David,Saa25ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କୁରାଇସି ।
33and he will reign over Jacob's house forever; his kingdom will never end."Saa25ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।”
34And Mary said to the angel, "How will this be, since I am a virgin?"Saa25ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି ? ମୁଇତା ମୁନୁସ୍କେ ନାଜାନି !”
35The angel answered her, "The Holy Spirit will come over you, and the Most High's power will shadow you; so the holy child born will be called the Son of our Father.Saa25ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
36Look, your relative Elizabeth has also conceived a son in her old age—this is the sixth month for her called barren.Saa25ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି ।
37For nothing will be impossible with our Father."Saa25କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
38Mary said, "I am the servant of our Father; let it happen to me as you said." Then the angel left her.Saa25ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
39In those days Mary got up and hurried to the hill country, to a town in Judah,Saa25ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
40and she entered the house of Zechariah and greeted Elizabeth.Saa25ତେଇ ଜିକରିୟର୍ ଗରେ ପୁରିକରି ସେ ଏଲିସାବେତ୍କେ ଜୁଆର୍ କଲା ।
41When Elizabeth heard Mary's greeting, her baby leaped in her womb, and she was filled with the Holy Spirit.Saa25ମରିୟମ୍ ଜୁଆର୍କଲାଟା ସୁନ୍ଲା ଦାପ୍ରେ ଏଲିସାବେତର୍ ଗର୍ବେ, ପିଲା ସାର୍ଦା ଅଇ ଡେଗଇଲା ଆରି ଏଲିସାବେତ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇଲା ।
42She cried out with a loud voice, "Blessed are you among women, blessed is the fruit of your womb!Saa25ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍ ! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍ !
43And why is this granted to me, that the mother of my Lord should come to me?Saa25ମୁଇ କେ ଜେ ମର୍ ମାପ୍ରୁର୍ ମାଆ, ମକେ ଦେକ୍ବାର୍ ଆଇଲା ଆଚେ ?
44For the moment I heard your greeting, the baby in my womb leaped for joy.Saa25କାଇକେବଇଲେ, ଦେକ୍, ତୁଇ ଜୁଆର୍କଲାଟା ସୁନ୍ଲା ଦାପ୍ରେ ମର୍ ଗରବର୍ ପିଲା ସାର୍ଦା ଅଇ ଡେଗଇଲା ।
45Blessed is she who believed that there would be a fulfillment of what our Father spoke to her."Saa25ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
46And Mary said, "My soul magnifies our Father,Saa25ତେଇ ମରିୟମ୍ କଇଲା, “ମର୍ ଜିବନ୍ ମର୍ ମାପ୍ରୁର୍ ମଇମା କଲାନି ।
47and my spirit rejoices in our Father, my Savior,Saa25ଆରି ମର୍ ଆତ୍ମା ମର୍ ରକିଆକାରି ପର୍ମେସରର୍ଟାନେ ସାର୍ଦା କଲାନି ।
48for he has looked on the humble estate of his servant. For from now on all generations will call me blessed;Saa25କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
49for the Mighty One has done great things for me, and holy is his name.Saa25କାଇକେବଇଲେ ସବୁର୍ଟାନେଅନି ବପୁର୍ ମାପ୍ରୁ, ମର୍ପାଇ କାବାଅଇଜିବା କାମ୍ କଲାଆଚେ, ତାର୍ ନାଉଁ ସୁକଲ୍ ।
50And his mercy is for those who fear him from generation to generation.Saa25ଆରି ଜନ୍ ଲକ୍ମନ୍ ତାକେ ଡରିକରି ରଇବାଇ, ଜୁଗେ ଜୁଗେ ସେ ସେମନ୍କେ ଦୟା କର୍ସି ।
51He has shown strength with his arm; he has scattered the proud in the thoughts of their hearts;Saa25ସେ ତାର୍ ନିଜର୍ ବପୁର୍ ଆତ୍ ଦେକାଇଆଚେ, ସେ ଆଁକାର୍ ଲକ୍ମନ୍କେ ସେମନର୍ ମନେ ବାବ୍ନା କଲାଟା ଚିନ୍ଚତର୍ କଲା ଆଚେ ।
52he has brought down the mighty from their thrones and lifted up the humble;Saa25ସେ ବଡ୍ ବଡ୍ ରାଜାମନ୍କେ ସେମନ୍ ରଇବାଟାନେଅନି ଉତ୍ରାଇ ଦେଲା ଆଚେ, ଆରି କାକୁର୍ତିଆମନ୍କେ ଉପ୍ରେ ଉଟାଇ ଆଚେ ।
53he has filled the hungry with good things, and the rich he has sent away empty.Saa25ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
54He has helped his servant Israel, in remembrance of his mercy,Saa25ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
55just as he spoke to our fathers, to Abraham and to his offspring forever."Saa25ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।”
56And Mary remained with her about three months and then returned to her home.Saa25ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
57Now the time came for Elizabeth to give birth, and she bore a son.Saa25ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
58Her neighbors and relatives heard our Father had shown her great mercy, and rejoiced with her.Saa25ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।
59On the eighth day they came to circumcise the child, and were going to call him Zechariah after his father,Saa25ଆଟ୍ ଦିନ୍ ଗାଲାପଚେ ଲକ୍ମନ୍ ପିଲାର୍ ସୁନତ୍ଟାନେ ଆଇଲାଇ ଆରି ତାର୍ ବାବାର୍ ନାଉଁ ଇସାବେ ପିଲାର୍ ନାଉଁ ମିସା ଜିକରିୟ ଦେବାକେ ମନ୍କଲାଇ ।
60but his mother answered, "No; he will be called John."Saa25ମାତର୍ ଏଲିସାବେତ୍ କଇଲା, “ନାଇ ତାର୍ ନାଉଁ ଜଅନ ଦିଆ ଅ ।”
61And they said to her, "None of your relatives is called by this name."Saa25ଲକ୍ମନ୍ ତାକେ କଇଲାଇ “ତମର୍ ବଁସ୍ ବିତ୍ରେ ତା ଏନ୍ତାରି ନାଉଁର୍ ଲକ୍ କେ ମିସା ନାଇ ।”
62And they made signs to his father, asking what Zechariah wanted the child to be called.Saa25ତେଇ ସେମନ୍ ପିଲାକେ କାଇ ନାଉଁ ଦେଉଁ ବଲି ମନ୍ କଲୁସ୍ନି ? ସେଟା ଜିକରିୟକେ ଆତ୍ ଦେକାଇକରି ପାଚାର୍ବାର୍ ଦାର୍ଲାଇ ।
63He asked for a tablet and wrote, "His name is John." And everyone was amazed.Saa25ସେଡ୍କିବେଲେ ଜିକରିୟ ଲକ୍ମନ୍କେ ଗଟେକ୍ ଲେକ୍ବା ପାଟା ମାଙ୍ଗ୍ଲା ଆରି “ଏଦେ ଦେକା ! ତାର୍ ନାଉଁ ଜଅନ୍ !” ବଲି ଲେକ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
64And immediately his mouth was opened and his tongue loosed, and he spoke, blessing our Father.Saa25ସେଡ୍କି ଦାପ୍ରେ ଜିକରିୟର୍ ଟଣ୍ଡ୍ ପୁଟ୍ଲା, ସେ ଆରି ତରେକ୍ କାତା ଅଇ ପର୍ମେସର୍କେ ମଇମା କର୍ବାର୍ ଦାର୍ଲା ।
65Fear fell on all their neighbors, and all these things were talked about throughout Judea's hill country.Saa25ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।
66And all who heard kept these things in their hearts, saying, "What then will this child become?" For our Father's hand was with him.Saa25ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି ? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
67And his father Zechariah was filled with the Holy Spirit and prophesied, saying,Saa25ଆରି ଜଅନର୍ ବାବା ଜିକରିୟ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ପର୍ମେସରର୍ କବର୍ କଇବାର୍ ଦାର୍ଲା ।
68"Blessed be our Father of Israel, for he has visited and redeemed his people,Saa25“ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
69and has raised up a mighty Savior for us in the house of his servant David,Saa25ତାର୍ ନିଜର୍ ଗତିଦାଙ୍ଗ୍ଡା ଦାଉଦର୍ କୁଟୁମେ ଅନି ଆମର୍ ପାଇ ଗଟେକ୍ ବପୁ ସଙ୍ଗର୍ ଉଦାର୍କାରିଆକେ ଦେଲା ଆଚେ ।
70as he spoke through the mouth of his holy prophets long ago,Saa25ପୁରବ୍ କାଲେଅନି ସୁକଲ୍ ରଇବା ନିଜର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି କାତା ଦେଇ ଜେନ୍ତି କଇରଇଲା,
71that we should be saved from our enemies and from the hand of all who hate us;Saa25ସେନ୍ତାରି ଆମ୍କେ ଇନ୍ କର୍ବା ସବୁ ସତ୍ରୁମନର୍ ଟାନେଅନି ମୁକ୍ଲାଇ ଆଚେ ।
72to show the mercy promised to our fathers and to remember his holy covenant,Saa25ଜେନ୍ତି ସେ ଆମର୍ ଆନିଦାଦିମନର୍ପାଇ ଦୟା ଦେକାଇଆଚେ, ଆରି ସେମନର୍ ସଙ୍ଗ୍ କରିରଇବା ନିଜର୍ ସୁକଲ୍ ନିୟମ୍ ଏତାଇ ଆଚେ,
73the oath that he swore to our father Abraham, to grant us,Saa25ଆମର୍ ପୁର୍ବର୍ ବାବା ଅବ୍ରାଆମ୍କେ ଜନ୍ କାତା ଦେଇରଇଲା ।
74that we, being delivered from the hand of our enemies, might serve him without fear,Saa25ଆରି ଜେନ୍ତାରିକି ସତ୍ରୁର୍ ଆତେଅନି ଉଦାର୍ ପାଇ ଆଚୁ ।
75in holiness and righteousness before him all our days.Saa25ଜେନ୍ତାରିକି ଆମେ ଜିବନ୍ସାରା ଦରମ୍ ସଙ୍ଗ୍, ସୁକଲ୍ ସଙ୍ଗ୍ ତାର୍ ସେବା କର୍ବାକେ, ଆମ୍କେ ଦୟା କର୍ସି ।
76And you, child, will be called the prophet of the Most High; for you will go before the Lord to prepare his ways,Saa25ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
77to give his people the knowledge of salvation through the forgiveness of their sins,Saa25ପାପ୍ଟାନେଅନି କେମା ପାଇକରି ଜେନ୍ତି କି ଉଦାର୍ ଅଇବାଇ, ସେ କାତା ଜାନାଇବାକେ ଜାଇସୁ ।
78because of the tender mercy of our Father, by which the sunrise from on high will visit us,Saa25ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇଁ ସର୍ଗେଅନି ବେଲ୍ ତାରାସ୍ସି ।
79to give light to those who sit in darkness and in the shadow of death, to guide our feet into the way of peace."Saa25ସେ ପୁରାପୁରୁନ୍ ଆଲାଦର୍ ଦୟାର୍ଲାଗି ମାପ୍ରୁର୍ ଲକ୍ମନ୍କେ, ସେମନର୍ ପାପ୍ଟାନେଅନି ମୁକ୍ଲାଇବା ଗିଆନ୍ ଦେଇସୁ । ତାର୍ ବାଟ୍ ତିଆର୍ କର୍ବାକେ ମୁଲିଆଇସୁ ।”
80The child grew, became strong in spirit, and lived in the wilderness until the day he appeared publicly to Israel.Saa25ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।