1He was praying in a place; when he finished, one of his disciples said, "Lord, teach us to pray, as John also taught his disciples."Saa25ତରେକ୍ ଜିସୁ ଗଟେକ୍ ଜାଗାଇ ପାର୍ତନା କର୍ତେରଇଲା । ସେ ପାର୍ତନା କରି ସାରାଇଲା ପଚେ, ତାକର୍ ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ତାକେ କଇଲା, “ଏ ମାପ୍ରୁ ଡୁବନ୍ ଦେଉ ଜଅନ ଜେନ୍ତାରି ନିଜର୍ ସିସ୍ମନ୍କେ ପାର୍ତନା କର୍ବାକେ ସିକାଇଲା, ତମେମିସା ଆମ୍କେ ପାର୍ତନା କର୍ବାକେ ସିକାଆ ।”
2He said to them, "When you pray, say: Father, may your name be honored as holy. Your kingdom come.Saa25ଜିସୁ ସେମନ୍କେ କଇଲା, ଜେଡେବେଲେ ତମେ ପାର୍ତନା କର୍ସା, ସେଡ୍କିବେଲେ କୁଆ, “ବାବା ତମର୍ ନାଉଁ ସୁକଲ୍ବଲି ସବୁଲକ୍ ମାନତ୍ । ତମର୍ ରାଇଜ୍ ଆସ ।
3Give us each day our daily bread.Saa25ସବୁଦିନ୍ ଆମ୍କେ ଆମର୍ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
4And forgive us our sins, for we ourselves also forgive everyone who is indebted to us. And do not lead us into temptation."Saa25ଆମର୍ ସବୁ ପାପ୍ କେମା କରିଦିଆସ୍, କାଇକେବଇଲେ ଆମେ ମିସା ଆମର୍ ବିରୁଦେ ବୁଲ୍ କଲା ଲକ୍ମନ୍କେ କେମା କଲୁନି । ଆମ୍କେ ପାପ୍ ଦସ୍ କରାଇବା ସବୁର୍ତେଇଅନି ରକିଆ କରା ।”
5He said to them, "Which of you has a friend and will go to him at midnight and say to him, 'Friend, lend me three loaves,'Saa25ପଚେ ଜିସୁ ତାର୍ ସିସ୍ମନ୍କେ କଇଲା, “ତମର୍ ଏନ୍ତାରି କାର୍ ମଇତର୍ ଆଚେ କି, ଜାର୍ଲଗେ କି ତମେ ମଜାରାତି ଜାଇ କଇପାରାସ୍, ଏ ମଇତର୍, ମକେ ତିନ୍ଟା ରୁଟି ଉଦାର୍ ଦେଇରୁଆ,
6"because a friend of mine arrived from a journey, and I have nothing to serve him,'Saa25କାଇକେବଇଲେ, ମର୍ ଗଟେକ୍ ବେସି ଦୁରର୍ ସାଙ୍ଗ ଆସିଆଚେ, ତାକେ କାଇବାକେ ଦେବାକେ ମର୍ଲଗେ କାଇଟାମିସା ନାଇ ।
7"and he answers from inside, 'Don't trouble me; the door's already shut, and my children are in bed with me. I can't get up and give you anything'?Saa25ଆରି ବିତ୍ରେଅନି ସେ କଇସି, ମକେ କସ୍ଟ ଦିଆନାଇ, କାପାଟ୍ ଡାବ୍ଲୁବେ, ଆରି ମର୍ସଙ୍ଗ୍ ମର୍ ପିଲାମନ୍ ସଇଆଚତ୍ । ତମ୍କେ ଉଟିକରି ଦେଇନାପାରି ।
8"I tell you: even though the sleeping friend won't get up and give him anything just because they are friends, the asking friend's shameless persistence will still get the sleeper up to give him whatever he needs."Saa25ମୁଇ ତମ୍କେ କଇଲିନି, ତମର୍ ମଇତର୍ ଅଇରଇଲେ ମିସା ସେ ଉଟିକରି ରୁଟି ନ ଦେଏ, ମାତର୍ ତମେ ଲାଜ୍ ନ ଅଇ ମାଙ୍ଗିଲାଗିରଇଲେ, ସେ ଉଟିକରି ତକେ ଜେତ୍କି ଲଡା, ସେତ୍କି ଦେଇସି ।”
9"I tell you: ask and it'll be given to you; seek and you'll find; knock and it'll be opened to you.Saa25ମୁଇ ତମ୍କେ କଇଲିନି, ମାଙ୍ଗା ତେବେ ତମ୍କେ ଦିଆଅଇସି । କଜା, ତେଇ ତମେ ମିଲାଇସା । କାପାଟେ ବାଜାଆ, ତେଇ ତମର୍ପାଇବଲି ଉଗାଡି ଦିଆଅଇସି ।
10"Everyone who asks receives; the one who seeks finds; to the one who knocks it will be opened.Saa25କାଇକେବଇଲେ, ଜେ ମାଙ୍ଗ୍ସି, ସେ ପାଇସି । ଜେ କଜ୍ସି, ସେ ମିଲାଇସି । ଜେ କାପାଟେ ବାଜାଇସି, ତାର୍ପାଇ କାପାଟ୍ ଉଗାଡି ଦିଆଅଇସି ।
11"What father among you, if his son asks for a fish, will give him a snake instead;Saa25“ଆରି ତମର୍ ବିତ୍ରେ ଏନ୍ତାରି ବାବା କେ ଆଚେ, ଜେ କି ଜନ୍ ବାବାକେ ତାର୍ ପଅ ମାଚ୍ ମାଙ୍ଗ୍ଲେ, ତାକେ ମାଚ୍ ନ ଦେଇ ସାଁପ୍ ଦେଇସି ?
12"or if he asks for an egg, will give him a scorpion?Saa25କି ଗାର୍ ମାଙ୍ଗ୍ଲେ, ସେ ତାକେ ବିସ୍କାକ୍ଡା ଦେଇସି ?
13"If you, though evil, know how to give your children good gifts, how much more will the Father from heaven give the Holy Spirit to those who ask him!"Saa25ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !”
14He was driving out a demon that was mute. When it left, the mute man spoke, and the crowds were amazed.Saa25ତରେକ୍ ଜିସୁ ଗଟେକ୍ ଲକର୍ତେଇଅନି ଡୁମା ଚାଡାଇତେରଇଲା । ସେ ଡୁମା ଗୁଲାଟା । ଡୁମା ବାରଇଗାଲା ପଚେ ଗୁଲା ଲକ୍ କାତା କଇଲା । କାତାକଇଲାକେ ତେଇ ରଇବା ଲକ୍ମନ୍ କାବାଅଇଗାଲାଇ ।
15But some of them said, "By Beelzebul, the ruler of the demons, he casts out demons,"Saa25ମାତର୍ ସେମନର୍ ବିତ୍ରେ କେ କେ କଇଲାଇ, “ସେ ଡୁମାମନର୍ ନେତା ବାଲ୍ଜିବୁଲର୍ ସାଇଜ ନେଇ ଡୁମା ଚାଡାଇସି ।”
16while others, testing him, kept seeking from him a sign from heaven.Saa25ବିନ୍ଲକ୍ମନ୍ ଜିସୁକେ ପରିକାକରି ପାନ୍ଦେ ପାକାଇବାକେ ବାବ୍ତେ ରଇଲା । ତେବର୍ପାଇ ପର୍ମେସର୍ ତାର୍ ରକିଆକାରି ବଲି ସବୁକେ ଜାନାଇବାକେ ଗଟେକ୍ କାବାଅଇଜିବା ଚିନ୍ ଦେକାଇବାକେ କଇଲାଇ ।
17But knowing their thoughts, he said to them, "Every kingdom divided against itself is ruined, and a house divided against a house falls.Saa25ମାତର୍ ଜିସୁ ତାକର୍ ମନର୍ କାତା ଜାନି, ସେମନ୍କେ କଇଲା, “ଗଟେକ୍ ରାଇଜ୍ ଦୁଇ ବାଗ୍ ଅଇକରି, ନିଜର୍ ନିଜର୍ ବିରୁଦେ ଜୁଇଦ୍ କଲେ, ସେଟା କୁରୁପ୍ନାସ୍ ଅଇଜାଇସି । ଗଟେକ୍ ଗରର୍ ଲକ୍ ନିଜର୍ ନିଜର୍ ବିରୁଦେ ଲାଗ୍ଲେ, ସେ ଗର୍ ମିସା ବାଙ୍ଗିଜାଇସି ।
18"If Satan too is divided against himself, how will his kingdom stand? For you say I drive out demons by Beelzebul.Saa25ଆରି ସଇତାନ୍ ମିସା ବାଗ୍ ବାଗ୍ ଅଇ, ନିଜର୍ ବିରୁଦେ ଉଟ୍ଲାନି ବଇଲେ, ତାର୍ ରାଇଜ କେନ୍ତି ତବିର୍ ଅଇକରି ରଇସି ? ନାଇ ନ ରଏ । ମୁଇ କାଇକେ ଏଟା କଇଲିନି ବଇଲେ, ବାଲ୍ଜିବୁଲର୍ ସାଇଜ ନେଇ ଡୁମା ଚାଡାଇଲିନି ବଲି ତମେ ତା କଇଲାସ୍ନି ।
19"If I drive out demons by Beelzebul, by whom do your sons drive them out? So they will judge you.Saa25ତମର୍ ପଅମନ୍ ବାଲ୍ଜିବୁଲର୍ ବପୁ ପାଇ ସେମନ୍କେ ଚାଡାଇବାଇ, ତେବର୍ପାଇ ସେମନ୍ସେ ତମ୍କେ ବିଚାର୍ କର୍ବାଇ ।
20"But if I expel demons by the finger of our Father, the kingdom of our Father has come upon you.Saa25ନାଇ, ମୁଇ ପର୍ମେସରର୍ ବପୁସଙ୍ଗ୍ ଡୁମା ଚାଡାଇବି । ତେବେ ତା ଏଟା ଜାନାଇ ଦେଲାନି, କି ପର୍ମେସରର୍ ରାଇଜ୍ ତମର୍ ଲଗେ କେଟ୍ଲାବେ ବଲି ।”
21"When a strong man, fully armed, guards his own palace, his possessions are safe.Saa25“ଜେଡେବେଲେ ଗଟେକ୍ ବପୁର୍ ଲକ୍ ଆତ୍ଅତିଆର୍ ଦାରି ନିଜର୍ ଗର୍ ଜାଗ୍ସି, ସେଡେବେଲାଜାକ ତାର୍ ଦନ୍ କାଇଟା ନ ଅଏ ।
22"But when someone stronger attacks and overcomes him, the attacker takes away the armor the strong man trusted in and divides up his plunder.Saa25ମାତର୍ ଜେଡେବେଲେ ତାର୍ ଟାନେଅନି ଅଦିକ୍ ବପୁର୍ଲକ୍ ଆସି, ତାକେ ଲାଗିକରି ଜିତ୍ସି । ଗରର୍ ସାଉକାର୍ ଜନ୍ ଆତ୍ଆତିଆର୍ ଦାରି ନିଜେ ରକିଆ ପାଇତେରଇଲା , ସେ ସବୁଜାକ ବପୁର୍ ଲକ୍ ଚାଡାଇନେଇସି । ଆରି ଚାଡାଇ ନେଲାଟା ସେ ମନ୍କଲା ପାରା କାକେ ମିସା ବାଟା କରିଦେଇସି ।
23"Whoever is not with me is against me, and whoever does not gather with me scatters.Saa25“ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ । ଜେ ମର୍ ସଙ୍ଗ୍ କୁଡାଏନାଇ, ସେ ବିଚିପାକାଇସି ।”
24"When an unclean spirit leaves a person, it goes through dry regions seeking rest. Finding none, it says, 'I'll return to the house I left.Saa25“ଗଟେକ୍ କରାପ୍ ଆତ୍ମା ମୁନୁସର୍ଟାନେଅନି ବାରଇଗାଲାପଚେ, ସେ ଆତ୍ମା ବିସ୍ରାମ୍ କର୍ବାକେ ସୁକ୍ଲା ଜାଗାଇ କନ୍ଆଲେ ଲକର୍ଟାନେ ରଇବାକେ କଜି ବୁଲ୍ସି । ଆରି ଜାଗା ନ ମିଲ୍ଲେ କଇସି, ମୁଇ ଜନ୍ ଲକର୍ ଟାନେଅନି ବାରଇଆସି ରଇଲି, ସେ ଲକର୍ଟାନେସେ ବାଉଡି ଜିବି ।
25And when it comes, it finds the house swept and put in order.Saa25ଜେଡେବେଲେ ସେ ଡୁମା ଚାଡ୍ଲା ମୁନୁସର୍ଲଗେ ଆସି ପରିଚଲ୍ରଇ ନିମାନ୍ ସଜାଇଅଇରଇଲାଟା ଦେକ୍ସି ।
26"Then it goes and brings seven other spirits more evil than itself; they enter and live there, and that person's final state is worse than the first."Saa25ତାର୍ପଚେ ସେ ଡୁମା ଜାଇକରି ତାର୍ଟାନେଅନି ବାନିଆରଇବା ବିନ୍ ବିନ୍ ସାତ୍ଟା ଡୁମାମନ୍କେ ଡାକିଆନ୍ସି । ସେମନ୍ କେଟିକରି ତେଇ ବାସା ଅଇବାଇ, ଆରି ସେ ଲକ୍ ଆଗ୍ତୁ ଜେନ୍ତାର୍ ଅଇରଇଲା, ତାର୍ତେଅନି ସାରାସାରି ଅଦିକ୍ କରାପ୍ ଅଇଜାଇସି ।”
27As he said this, a woman in the crowd called out, "Blessed is the womb that carried you, and the breasts that nursed you!"Saa25ଜିସୁ ଏନ୍ତାରି ସବୁ କାତା କଇବାବେଲେ ଲକ୍ମନର୍ ବିତ୍ରେଅନି ଗଟେକ୍ ମାଇଜିଟକି ଆଉଲିଅଇ କଇଲା, “କେଡେକ୍ କରମର୍ ମାଆ ଜେ କି ତମ୍କେ ଜନମ୍ ଦେଲା ଆରି ନିଜର୍ ଦୁଦ୍ କୁଆଇଲା ।”
28But he said, "Blessed rather are those who hear the word of our Father and keep it!"Saa25ମାତର୍ ଜିସୁ କଇଲା, “ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।”
29As crowds gathered, he began to say, "This generation is an evil generation. It seeks a sign, but no sign will be given to it except the sign of Jonah.Saa25ଲକ୍ମନ୍ ଦଲ୍ ଦଲ୍ ଅଇ ଜିସୁର୍ଲଗେ ଟୁଲ୍ ଅଇବାବେଲାଇ ସେ କଇବାର୍ ଦାର୍ଲା । “ଏବର୍ ଜୁଗର୍ ମୁନୁସ୍ମନ୍ କରାପ୍, ଏମନ୍ କାବା ଅଇଜିବା କାମର୍ ଚିନ୍ କଜ୍ଲାଇନି । ମାତର୍ ଜୁନସ୍କେ ଗଟ୍ଲା ଚିନ୍ ଚାଡିକରି ଆରି କାଇ ବିନ୍ ଚିନ୍ ମିସା ଦିଆ ନ ଅଏ ।
30For as Jonah became a sign to the people of Nineveh, so the Son of Man will be to this generation.Saa25କାଇକେବଇଲେ ଜୁନସ୍ ଜେନ୍ତି ନିନିବିୟ ଲକ୍ମନର୍ପାଇ ଚିନ୍ପାରା ଅଇଲା, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ଏବର୍ ଲକ୍ମନର୍ପାଇ ଚିନ୍ ପାରା ଅଇବି ।
31The queen of the South will rise at the judgment with this generation's people and condemn them—she came from earth's ends to hear Solomon's wisdom, and look, something greater than Solomon is here.Saa25ବିଚାର୍ନା ଦିନେ ଦକିନ୍ ଦେସେ ରଇବା ସେବା ନାଉଁର୍ ରାନି, ଏବର୍ ଲକ୍ମନର୍ ବିରଦେ ଉଟି, ଏମନ୍କେ ଦସି କୁରାଇସି, କାଇକେବଇଲେ ସେ ରାନି, ସଲ୍ମନ୍ ରାଜା ସିକାଇରଇବା ଗିଆନର୍ କାତା ସୁନ୍ବାକେ ବେସି ଦୁର୍ଅନି ଆସିରଇଲା । ଆରି ଦେକା ! ସଲ୍ମନର୍ଟାନେଅନି ଅଦିକ୍ ବଡ୍ ଲକ୍ ଇତି ଆଚେ ।
32"Ninevites will rise at the judgment with this generation and condemn it, for they repented when Jonah preached, and someone greater than Jonah is here.Saa25ବିଚାର୍ନାଦିନେ ନିନିବିର୍ ଲକ୍ମନ୍ ଏବର୍ ମୁନୁସ୍ମନର୍ ବିରୁଦେ ଟିଆଅଇ ଏମନ୍କେ ଦସି କର୍ବାଇ । କାଇକେବଇଲେ ସେମନ୍, ଜୁନସ୍ ମାପ୍ରୁର୍ କାତା ଜାନାଇଲାକେ, ପାପ୍କାମେଅନି ବାଉଡିରଇଲାଇ, ଆରି ଦେକା ! ଜୁନସର୍ ଟାନେଅନି ବଡ୍ ଲକ୍ ଇତି ଆଚେ ।
33"No one lights a lamp and puts it in a cellar or under a basket, but on a stand, so those entering see the light.Saa25“କେ ମିସା ବତି ଡସାଇ ମାନ୍ତଲେ ଡାବିକରି ନ ସଙ୍ଗଅତ୍ । ମାତର୍ ବତି ସଙ୍ଗଇବା କୁଦ୍ରାଇ ସଙ୍ଗଇବାଇ, ଜେନ୍ତାରିକି ଗର୍ବିତ୍ରେ ଜିବାଲକ୍ମନ୍ ଉଜଲ୍ ଦେକିପାର୍ବାଇ ।
34Your eye is your body's lamp: when it's clear, your whole body is full of light; when bad, your body is full of darkness.Saa25ତମର୍ ଆଁକି, ଗାଗଡର୍ ବତି । ଜେଡେବଲ୍ ତମର୍ ଆଁକି ନିକ ରଇସି, ସେଡେବେଲେ, ତମର୍ ଗୁଲାଇ ଗାଗଡ୍ ମିସା ଉଜଲ୍ ଅଇସି । ମାତର୍ ଜେଡେବେଲେ ସେଟା ମୁର୍କି ରଇସି, ସେଡ୍କିବେଲା ତମର୍ ଗାଗଡ୍ ମିସା ଆନ୍ଦାର୍ ଅଇଜାଇସି ।
35"Therefore be careful that the light in you is not darkness.Saa25ତେବେ ମନେ ରଅ, ଜାଗ୍ରତ୍ଅଇ ରୁଆ, ଜେନ୍ତିକି ତମର୍ ବିତ୍ରର୍ ଉଜଲ୍ କେବେ ଆନ୍ଦାର୍ ନ ଅଏ ।
36"So if your whole body is full of light, with no dark part, it will be completely bright—like a lamp shining its beam on you."Saa25ଏଟାର୍ପାଇ ତମର୍ ଗୁଲାଇ ଗାଗଡ୍ ଜଦି ଉଜଲ୍ ଅଇସି ଆରି ତେଇର୍ କଣ୍ଡେକ୍ ମିସା ଆନ୍ଦାର୍ ନ ରଏ, ସେନ୍ତାର୍ଅଇଲେ, ବତି ଜେନ୍ତି ଜଗ୍ଜଗି ଜାଇ ଉଜଲ୍ ଦେଇସି, ସେନ୍ତାରି ତମର୍ ଗୁଲାଇ ଗାଗଡ୍ ଉଜଲ୍ ଅଇସି ।”
37As he spoke, a Pharisee invited him to eat with him; he went in and reclined at the table.Saa25ଜିସୁ କାତା କଇସାରାଇଲା ପଚେ ଗଟେକ୍ ପାରୁସିଲକ୍ ତାକେ ନିଜର୍ ଗରେ କାଇବାକେ ଡାକ୍ଲା, ଆରି ଗରେ ବସାଇଲା ।
38The Pharisee was astonished to see that he did not first wash before the meal.Saa25ମାତର୍ ଜିସୁ ଜିଉଦି ରିତିନିତି ଇସାବେ ଦୁଆପୁଚା ନ ଅଇରଇଲାକେ ଏଟା ଦେକି ସେ ପାରୁସି ଲକ୍ କାବା ଅଇଗାଲା ।
39And the Lord said to him, "Now you Pharisees clean the cup and dish on the outside, but inside you're full of greed and evil.Saa25ଜିସୁ ତାକେ କଇଲା, “ତମେ ପାରୁସିମନ୍ ଗିନା ଆରି ତାଲାର୍ ବାଇରେ ମାଞ୍ଜିରଇସା, ମାତର୍ ତମର୍ ବିତ୍ରର୍ ସକ୍ଡି ବେନ୍ବେନା ରଇସି । କରାପ୍ଟା ଆରି ଲବ୍ କର୍ବାଟା ସବୁ ପୁରୁନ୍ ଅଇଆଚେ ।
40You fools! Did not the one who made the outside make the inside also?Saa25ଏ ବକୁଆମନ୍ ! ଜେ ଗାଗଡର୍ ବାଇରର୍ଟା ତିଆର୍ କଲା ଆଚେ, ସେ କାଇ ବିତ୍ରର୍ଟା ମିସା ତିଆର୍ କରେନାଇ କି ?
41"But give to the poor the things that are within, and everything will be clean for you.Saa25ତେବର୍ପାଇ ତମେ ଜନ୍ଟା କଟିକରି ସଙ୍ଗଇ ଆଚାସ୍, ସେଟା ଦୁକିରୁକି ଲକ୍ମନ୍କେ ଦାନ୍କରା, ଆରି ଦେକା, ତମେ ପୁରାପୁରୁନ୍ ପରିଚଲ୍ ଅଇଜାଇସା ।”
42"But woe to you Pharisees! You bring the tenth of mint, rue, and every herb, yet neglect justice and love of our Father. These you should have done, without neglecting the others.Saa25“ଅଇରେ ପାରୁସିମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମର୍ ବାଡେଅନି କାମାଇଲାଟା ଦସ୍ବାଗ୍ ଅନି ବାଗେକ୍ ଦେଲାସ୍ନି । ମାତର୍ ତମେ ନିଆଇ ଆରି ଦୟା ଏଲା କଲାସ୍ନି । ଏଟାସଙ୍ଗ୍ ବାଗେକ୍ ଦେବାଟା ମିସା ଚାଡ୍ବାର୍ ନାଇ ।”
43"Woe to you Pharisees! For you love the front seat in synagogues and greetings in marketplaces.Saa25“ଅଇରେ ପାରୁସିମନ୍, ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମେ ପାର୍ତନାଗରେ ମୁକିଅ ଜାଗାଇ ବସ୍ବାକେ ମନ୍ କର୍ସା ଆରି ଆଟେବାଟେ ଲକ୍ମନର୍ଟାନେଅନି ଜୁଆର୍ କରାଇଅଇବାକେ ବଲ୍ ବଲାଇଅଇସା ।
44"Woe to you! For you are like unmarked graves, and people walk over them without knowing it."Saa25ଅଇରେ ପାରୁସିମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ । କାଇକେବଇଲେ, ତମେ ନ ଡିସ୍ବା ସମାଦି ପାରା । ତାର୍ ଉପ୍ରେ ଆସା ଜା କର୍ବା ଲକ୍ମନ୍ ସେଟା ସମାଦି ବଲି ନାଜାନତ୍ ।”
45One of the lawyers answered him, "Teacher, in saying these things you insult us also."Saa25ତେଇ ସାସ୍ତର୍ ସିକାଇବା ଦରମ୍ ଗୁରୁମନର୍ ବିତ୍ରେଅନି ଗଟେକ୍ ପଣ୍ଡିତ୍ ଜିସୁକେ କଇଲା, “ଏ ଗୁରୁ ତମେ ପାରୁସିମନର୍ ବିସଇ କଇକରି ଆମ୍କେ ଲାଜ୍ କରାଇଲାସ୍ନି ।”
46And he said, "How terrible for you experts in the law too! You load people with crushing burdens, yet won't touch those burdens with one finger.Saa25ଜିସୁ କଇଲା, “ଅଇରେ ସାସ୍ତର୍ ସିକାଉ ପଣ୍ଡିତ୍ମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମେ ଲକ୍ମନ୍କେ ବେସି ଆବଡ୍ ନିୟମ୍ ମାନ୍ବାକେ କଇଲାସ୍ନି, ଆରି ସେ ନିୟମ୍ ମାନ୍ବାକେ ମୁଲ୍କେ ଆଙ୍ଗ୍ଟିତେଇ ଉଟାଇବା ଏତ୍କି ମିସା ସାଇଜ କରାସ୍ ନାଇ ।
47"Woe to you! You build the prophets' tombs, but it was your fathers who killed them.Saa25ଅଇରେ, ଡଣ୍ଡ୍ ପାଉମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ । କାଇକେବଇଲେ, ତମେ ବବିସତ୍ବକ୍ତାମନର୍ ମସ୍ନେ ସମାଦି ତିଆର୍ କର୍ତେରଇସା, ମାତର୍ ତମର୍ ଆନିଦାଦିମନ୍ ସେମନ୍କେ ମରାଇରଇଲାଇ ।
48"So you are witnesses and approve your fathers' deeds, for they killed them and you build their tombs.'Saa25ତେବେ ତମର୍ ଆନିଦାଦିମନର୍ ଦରମ୍ କରମ୍ ବିସଇର୍ ତମେ ସାକି ଆଚାସ୍ । ଆରି ସେଟା ମାନ୍ଲାସ୍ନି କାଇକେବଇଲେ ସେମନ୍ ସିନା ବବିସତ୍ବକ୍ତାମନ୍କେ ମରାଇରଇଲାଇ, ମାତର୍ ତମେ ସେମନର୍ ସମାଦିର୍ କାମ୍ ତିଆର୍ କଲାସ୍ନି ।
49"So the wisdom of our Father also said, 'I will send them prophets and apostles; some of them they will kill and persecute.'Saa25ତେବେ ପର୍ମେସର୍ ମିସା ନିଜର୍ ବୁଦିରେ କଇଲାଆଚେ, ମୁଇ ବବିସତ୍ବକ୍ତାମନ୍କେ ଆରି କବର୍ ନେଉମନ୍କେ ସେମନର୍ ଲଗେ ପାଟାଇବି । ସେମନର୍ ବିତ୍ରେ କେତେଲକ୍କେ ସେମନ୍ ମରାଇବାଇ ଆରି କେତେଲକ୍କେ ନିନ୍ଦାକରି କସ୍ଟ ଦେବାଇ ।
50"so the blood of all the prophets shed since the foundation of the world may be charged against this generation,Saa25ସେଟାର୍ପାଇଁ ଜଗତ୍ ତିଆର୍ଅଇଲାଟାନେଅନି, ଏବଲର୍ ବେଲେଅନି ଆରାମ୍ କରି ବର୍କିଆର୍ ପ ଜିକରିୟର୍ ଜାକ, ଜାକେ କି ତମେ ମନ୍ଦିର୍ ଆରି ବେଦିର୍ ମଜାଇ ମରାଇରଇଲା ଜେତ୍କି ବବିସତ୍ବକ୍ତାମନ୍କେ ମରାଇଆଚାସ୍ ସେ ସବୁ ଡଣ୍ଡ୍ ଏ ଆଜିକାଲିର୍ ଲକ୍ମନ୍ ପାଇବାର୍ ଆଚେ ।
51"from Abel's blood to Zechariah's blood, who died between the altar and the sanctuary. Yes, I tell you, it will be charged to this generation.Saa25ସେ ସବୁର୍ ମୁଲିଅ, ଏବର୍ ଲକ୍ମନର୍ ଟାନେଅନି ନିଆ ଅଇସି ।”
52"Woe to you lawyers! For you took away the key of knowledge—you didn't enter, and you blocked those entering."Saa25“ଅଇରେ, ଦରମ୍ଗୁରୁମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ, ତମେ ପର୍ମେସରର୍ ଗିଆନର୍ କାପାଟ୍ ଡାବିଦେଇ ଆଚାସ୍ । ନିଜେ ପର୍ମେସରର୍ ଗିଆନ୍ଟାନେ ନ ଜାଇକରି ତେଇ ଜିବାକେ ମନ୍କଲା ଲକ୍ମନ୍କେ ମିସା ବାଦାଦେଲାସ୍ ।”
53When he left there, the scribes and Pharisees began hounding him fiercely, pressing him to speak on many things,Saa25ଆରି ଜିସୁ ତେଇଅନି ବାରଇଗାଲାପଚେ, ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ଡାଟ୍ସଙ୍ଗ୍ ଜିସୁକେ ବିରଦ୍ କର୍ବାକେ ଆରାମ୍ କଲାଇ ।
54lying in wait for him, to catch him in something he might say.Saa25ତାର୍ଟାନେଅନି ବୁଲ୍ ଦାର୍ବାକେ କାଇ କାଇ ପର୍ସନ୍ ପାଚାର୍ବାର୍ ଦାର୍ଲାଇ ।