1Two days before Passover and Unleavened Bread, the chief priests and scribes were looking for a way to seize Jesus by trickery and kill him.Saa25ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
2For they said, "Not during the feast, or the people might riot."Saa25ମାତର୍ ସେମନ୍ କଇଲାଇ, “ପରବ୍ ଦିନ୍ମନ୍କେ ତାକେ ବନ୍ଦିକରି ନଏଁ । କାଇକେବଇଲେ ଲକ୍ମନ୍ ଗଣ୍ଡ୍ଗଲ୍ କର୍ବାଇ ।”
3While he was in Bethany, in Simon the leper's house, reclining at the table, a woman came with an alabaster flask of pure nard perfume, very costly. She broke the flask and poured it on his head.Saa25ଜିସୁ ବେତ୍ନିଆ ଗଡେ ଆଗ୍ତୁ ବଡ୍ ରଗ୍ ଅଇଲା ସିମନର୍ ଗରେ କାଇବାକେ ବସ୍ଲାବେଲେ, ଗଟେକ୍ ମାଇଜି କାଁଚେ ବେସି ଦାମ୍ ଦେବା ବାସ୍ନା ଚିକନ୍ ଆନିକରି କାଁଚର୍ ଗାଲା ବାଙ୍ଗାଇ, ଜିସୁର୍ ମୁଣ୍ଡେ ରକଇଦେଲା ।
4There were some who said to themselves indignantly, "Why was this perfume wasted like that?Saa25ମାତର୍ ତେଇ ରଇବା କେତେକ୍ ଲକ୍ମନ୍ ରିସାଅଇ ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ, “ଏ ଚିକନ୍ କାଇକେ ବେକାର୍ ବେକାର୍ ନସ୍ଟ କରି ପାକାଇଲାନି ?
5For this perfume could have sold for over 300 denarii and given to the poor." And they scolded her.Saa25ଏଟା ବର୍ସେକର୍ କାମାଇଲାତେଇଅନି ଅଦିକ୍ ଡାବୁକେ ବିକି ଗରିବ୍ ଲକ୍ମନ୍କେ ଦେବାର୍ ଅଇତା ।” ବଲିକରି ସେମନ୍ ସେ ମାଇଜିକେ ବେସି କଇପାକାଇଲାଇ ।
6But Jesus said, "Leave her alone. Why trouble her? She has done a beautiful thing for me.Saa25ମାତର୍ ଜିସୁ ସେମନ୍କେ କଇଲା, “ସେ ମାଇଜିକେ ଚାଡିଦିଆସ୍, କାଇକେ ତାକେ ଲାଗିକରି କସ୍ଟ ଦେଲାସ୍ନି ? ସେ ମର୍ପାଇ ନିକ କାମ୍ କଲାଆଚେ ।
7For the poor are always with you, and you can do good for them whenever you want; but you won't always have me.Saa25କାଇକେବଇଲେ, ଗରିବ୍ ଲକ୍ମନ୍ ସବୁବେଲା ତମର୍ସଙ୍ଗ୍ ଆଚତ୍ । ତମେ ଜେଡେବେଲା ମନ୍କଲେ, ସେଡେବେଲା ସେମନ୍କେ ସାଇଜ କରିପାରାସ୍ । ମାତର୍ ମୁଇ ଆରି ବେସିଦିନ୍ ତମର୍ ସଙ୍ଗ୍ ନ ରଇ ।
8She has done what she could; she has anointed my body beforehand for burial.Saa25ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ ।
9Truly, I tell you, wherever the gospel is preached worldwide, what she did will be told in memory of her."Saa25ମୁଇ ତମ୍କେ ସତ୍କାତା କଇଲିନି, ଗୁଲାଇ ଜଗତେ ଜନ୍ ଜାଗାଇ ମିସା ମାପ୍ରୁର୍ ନିକ କବର୍ ଜାନାଇଅଇସି । ଏ ମାଇଜି ଜାଇଟା କଲାଆଚେ, ତାକେ ଏତାଇକରି ସେଟା ମିସା କଇବାଇ ।”
10Then Judas Iscariot, one of the twelve, went to the chief priests to betray Jesus to them.Saa25ତାର୍ପଚେ ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ଜିସୁକେ ମୁକିଅ ପୁଜାରିମନର୍ ଆତେ ଦାରାଇଦେବାକେ ରାଜିଅଇକରି ସେମନର୍ ଲଗେ ଗାଲା ।
11Hearing this, they were glad and promised him money. So he looked for a chance to betray Jesus.Saa25ସେ ମୁକିଅ ପୁଜାରିମନ୍ ଜିଉଦାର୍ କାତା ସୁନିକରି ବେସି ସାର୍ଦା ଅଇଗାଲାଇ । ଏ କାମ୍ କଲେ ସେମନ୍ ଇସ୍କାରିୟତ୍ ଜିଉଦାକେ ଡାବୁ ଦେବୁ ବଲିକରି ପର୍ମାନ୍ କରି କଇଲାଇ । ସେଟାର୍ପାଇଁ ଇସ୍କାରିୟତ୍ ଜିଉଦା ଜିସୁକେ ମୁକିଅ ପୁଜାରିମନ୍କେ ଦାରାଇ ଦେବାକେ ବେଲା କଜ୍ଲା ।
12On the first day of Unleavened Bread, when they sacrificed the Passover lamb, his disciples asked him, "Where do you want us to go and prepare for you to eat the Passover?"Saa25କମିର୍ ନ ମିସାଇକରି ରୁଟି ତିଆର୍କରି କାଇବା ବଜିର୍ ପରବର୍ ପର୍ତୁମ୍ ଦିନେ, ରକିଆ ପାଇବା ପରବେ ମେଣ୍ଡାପିଲା ପୁଜ୍ବାଇ । ସେଦିନେ ଜିସୁର୍ ସିସ୍ମନ୍ ତାକେ “ତର୍ପାଇ ରକିଆ ପାଇବା ପରବର୍ ବଜି ସବୁ ଟିକ୍ କର୍ବାକେ ଆମେ କନ୍ ଜାଗାଇ ଜିବୁ ବଲିକରି ତୁଇ ମନ୍ କଲୁସ୍ନି ?”
13He sent two of his disciples, "Go into the city; a man carrying a jar of water will meet you. Follow him,Saa25ସେଟାର୍ପାଇଁ ଜିସୁ ତାର୍ ଦୁଇଟା ସିସ୍ମନ୍କେ ଡାକିକରି କଇଲା ତମେ ଗଡେ ଜା । ତେଇ ଗଟେକ୍ ବଡ୍ଟା ଆଣ୍ଡିତେଇ ପାନି ନେବା ଲକ୍କେ ଦେକ୍ସା । ତମେ ତାର୍ ପଚେ ପଚେ ଜା ।
14and wherever he enters, tell the house's owner, 'The Teacher says: Where is my guest room, where I may eat the Passover with my disciples?'Saa25ସେ ପାନିନେବା ଲକ୍ ଗଟେକ୍ ଗରେ ପୁର୍ସି । ତମେ ମିସା ସେ ଗର୍ ବିତ୍ରେ ପୁରିକରି ସେ ଗରର୍ ସାଉକାର୍କେ କୁଆ, “ଆମର୍ ଗୁରୁ ପାଚାର୍ଲାନି, ମୁଇ ମର୍ ସିସ୍ମନର୍ ସଙ୍ଗ୍ ରକିଆ ପାଇବା ପରବର୍ ବଜି କର୍ବା ବାକ୍ରା କନ୍ତି ଆଚେ ?
15And he will show you a large upper room furnished and ready; there prepare for us."Saa25ସେ ଗରର୍ ସାଉକାର୍ ତମ୍କେ ଗର୍ ଉପ୍ରେ ରଇବା ନିମାନ୍ ସଜାଇଅଇରଇଲା ଗଟେକ୍ ବଡ୍ଟା ବାକ୍ରା ଦେକାଇଦେଇସି । ତେଇ ଆମର୍ପାଇଁ କାଇବା କାଦି ତିଆର୍କରା ।” ବଲି ପାଟାଇଲା ।
16The disciples left, went to the city, found things as he had told them, and prepared the Passover.Saa25ତାର୍ ପଚେ ଦୁଇଟା ସିସ୍ମନ୍ ସେ ଗରେ ଗାଲାଇ । ତେଇ ଜିସୁ ସେମନ୍କେ ଜେନ୍ତି କଇରଇଲା, ସବୁ ସେନ୍ତି ଦେକ୍ଲାଇ । ସେଟାର୍ପାଇଁ ସେମନ୍ ତେଇ ନିସ୍ତାର୍ ପରବର୍ ବଜି ତିଆର୍କଲାଇ ।
17And when it was evening, Jesus came with the twelve.Saa25ସଞ୍ଜ୍ ଅଇଲାକେ ଜିସୁ ତାର୍ ସିସ୍ମନ୍କେ ଡାକିନେଇ ତେଇ କେଟ୍ଲା ।
18While they reclined and ate, Jesus said, "Truly, I tell you, one of you will betray me, one eating with me."Saa25ସେମନ୍ ବସି କାଇବାବେଲେ ଜିସୁ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଏବେ ତମର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଆମର୍ ସଙ୍ଗ୍ କାଇଲାନି, ସେ ମକେ ସତ୍ରୁମନ୍କେ ଦାରାଇଦେଇସି ।”
19They began to grieve and ask him, one by one, "Is it I?"Saa25ଏ କାତା ସୁନିକରି ସିସ୍ମନ୍ ବେସି ମନ୍ଦୁକ୍ ଅଇଲାଇ । ସବୁଲକ୍ ଗଟେକ୍ ଗଟେକ୍ ଅଇକରି ଜିସୁକେ ସେ ଲକ୍ ମୁଇ କି ? ବଲିକରି ପାଚାର୍ଲାଇ ।
20He said to them, "One of the twelve, dipping bread with me into the dish.Saa25ଜିସୁ ସେମନ୍କେ କଇଲା, “ତମର୍ ବାର ଲକର୍ ବିତ୍ରେଅନି ଜନ୍ ଲକ୍ ମର୍ସଙ୍ଗ୍ ଗିନାତେଇ ରୁଟି ଚବାଲିଆଚେ, ସେ ଆକା ।”
21The Son of Man goes as the Scriptures said about him, but how terrible for that man who betrays him—better if he had never been born."Saa25“ମର୍ ବିସଇ ପର୍ମେସରର୍ ସାସ୍ତରେ କେନ୍ତି ଲେକା ଅଇଲାଆଚେ, ସେନ୍ତିସେ ସବୁ ଅଇଲାନି, ସେଟା ସତ୍ସେ, ମାତର୍ ଜାର୍ଟାନେଅନି ନର୍ପିଲା ମୁଇ ସତ୍ରୁମନର୍ ଆତେ ଦାରାଇଅଇବି, ସେ ବେସି ବଡ୍ ଡଣ୍ଡ୍ ପାଇବାଲକ୍ ଆରି ସେ ଜନମ୍ ନ ଅଇରଇଲେ ନିକ ଅଇତା ।”
22As they ate, he took bread, blessed it, broke it, gave it to them, and said, "Take; this is my body."Saa25ସିସ୍ମନ୍ କାଇବାକେ ବସ୍ଲାବେଲେ, ଜିସୁ ରୁଟିଦାରିକରି ପର୍ମେସର୍କେ ଜୁଆର୍କଲା ଆରି ସେଟା ବାଙ୍ଗାଇ ସେମନ୍କେ ଦେଇକରି କଇଲା, “ ନିଆ ଏଟା ମର୍ ଗାଗଡ୍ ।”
23He took a cup, gave thanks, gave it to them, and they all drank from it.Saa25ତାର୍ପଚେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି ସବୁ ଲକ୍କେ କାଇବାକେ ଦେଲାଜେ ସେମନ୍ କାଇଲାଇ ।
24He said to them, "This is my blood of the covenant, poured out for many.Saa25ଆରି ସେ ତାର୍ ସିସ୍ମନ୍କେ କଇଲା, ଏଟା ଅଇଲାନି ବେସି ଲକର୍ପାଇ ଜରାଇଲା ମର୍ ବନି । ଏ ବନି ସଙ୍ଗ୍ ପର୍ମେସର୍ ଲକ୍ମନର୍ ସଙ୍ଗ୍ ରାଜିନାମା କଲାନି ।
25Truly I tell you, I will not drink wine again until that day when I drink it new in the kingdom of our Father."Saa25ମୁଇ ତମ୍କେ ସତ୍ କାତା କଇଲିନି, “ମୁଇ ପର୍ମେସରର୍ ରାଇଜେ ନୁଆ ଅଙ୍ଗୁର୍ ରସ୍ କାଇବା ଦିନ୍ ନ ଆଇବାଜାକ, ଏଟା ଆରି କେବେ ମିସା ନ କାଇ ।”
26And when they had sung a hymn, they went out to the Mount of Olives.Saa25ସବୁ ସିସ୍ମନ୍ ମିସିକରି ପର୍ମେସର୍କେ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ ନାଉଁର୍ ପର୍ବତେ ଗାଲାଇ ।
27Jesus said to them, "You will all stumble, for it's written: 'I will strike the shepherd, and the sheep will be scattered.'Saa25ସେବେଲେ ଜିସୁ ସିସ୍ମନ୍କେ କଇଲା, “ତମେ ସବୁଲକ୍ ମକେ ଚାଡିକରି ଉଟିଜାଇସା । ସେଟା ପର୍ମେସରର୍ ସାସ୍ତରେ ଏନ୍ତି ଲେକାଅଇଲାଆଚେ, “ମୁଇ ମେଣ୍ଡା ଗଉଡ୍କେ ମରାଇବି । ତେଇର୍ ମେଣ୍ଡାମନ୍ ଚିନ୍ଚତର୍ ଅଇଜିବାଇ ।”
28But after I am raised up, I will go ahead of you to Galilee."Saa25“ମାତର୍ ମୁଇ ମଲାଟାନେଅନି ଆରିତରେକ୍ ଉଟ୍ଲାପଚେ, ତମେ ଗାଲିଲି ଦେସେ ଜିବା ଆଗ୍ତୁ, ମୁଇ ତମର୍ ଆଗ୍ତୁ ଆଗ୍ତୁ ଗାଲିଲି ରାଇଜେ ଜିବି ।”
29Peter said to him, "Even though they all fall away, I will not."Saa25ମାତର୍ ପିତର୍ ଜିସୁକେ କଇଲା, “ସବୁ ସିସ୍ମନ୍ ତମ୍କେ ଚାଡିକରି ଗାଲେ ମିସା ମୁଇ ତମ୍କେ କେବେ ନ ଚାଡି ।”
30Jesus said to him, "Truly I tell you, today, this night, before the rooster crows twice, you will deny me three times."Saa25ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଆଜି ରାତି ଦୁଇତର୍ କୁକ୍ଡା ଡାକ୍ବା ଆଗ୍ତୁ, ତୁଇ ମକେ ତିନ୍ତର୍ ଚିନିନାଇ ବଲିକରି କଇସୁ ।”
31But he insisted, "Even if I must die with you, I will never deny you." They all said the same.Saa25ଏ କାତା ସୁନି ପିତର୍ ଜିସୁକେ ଆରିତରେକ୍ ଡାଟ୍ସଙ୍ଗ୍ କଇଲା, “ମୁଇ ତମର୍ ସଙ୍ଗ୍ ମର୍ବାର୍ ଆଲେ ମିସା କେବେ ତମ୍କେ ନାଜାନି ବଲି ନ କଇ ।” ଆରି ବାକି ସିସ୍ମନ୍ ମିସା ସେନ୍ତିସେ କଇଲାଇ ।
32They arrived at a place called Gethsemane, and he told his disciples, "Sit here while I pray."Saa25ତାର୍ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଆଇଲାଇ । ତେଇ ଜିସୁ ସିସ୍ମନ୍କେ କଇଲା, “ମୁଇ ପାର୍ତନା କର୍ବାବେଲେ ତମେ ଇତି ବସିରୁଆ ।”
33He took Peter, James, and John, and began to feel deep distress and anguish.Saa25ପିତର୍, ଜଅନ୍ ଆରି ଜାକୁବ୍କେ ତାର୍ ସଙ୍ଗ୍ ମିସ୍ତେ ଡାକିନେଲା । ସେ ଦୁକ୍ଅଇ କିଲ୍ବିଲ୍ ଅଇବାର୍ ବସ୍ଲା ।
34He said to them, "My soul is crushed with grief, to death. Stay here and stay alert."Saa25ଆରି ଜିସୁ, ପିତର୍, ଜାକୁବ୍ ଆରି ଜଅନ୍କେ କଇଲା, “ମର୍ ମନେ ବେସି ଦୁକ୍ ଅଇଗାଲା ଆଚେ । ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ତମେ ଇତି ବସିରଇ ଜାଗିରୁଆ ।”
35Going a little farther, he fell to the ground and prayed that, if possible, the hour would pass from him.Saa25ଜିସୁ ତାକର୍ଟାନେଅନି କଣ୍ଡେକ୍ ଦୁରିକେ ଇଣ୍ଡିଜାଇ ଉମ୍ତାଡିଅଇ ବୁଏଁ ଅଦ୍ରିକରି ପର୍ମେସର୍କେ ଏନ୍ତି ପାର୍ତନା କଲା, “ଏନ୍ତି କରିଅଇସି ବଇଲେ, ଏ କସ୍ଟର୍ ବେଲା ମକେ ନ ଆସ ।
36He said, "Abba, Father, all things are possible for you. Take this cup from me—but let it be your will, not mine."Saa25ଏ ମର୍ ବାବା ତୁଇ ମନ୍କଲୁସ୍ ବଇଲେ କାଇ କାମ୍ ମିସା କରିପାରୁସ୍ । ସେଟାର୍ପାଇଁ ଏ ଦୁକ୍ କସ୍ଟର୍ ମୁତା ମର୍ଟାନେଅନି ଦାରି ଜା । ମାତର୍ ମର୍ ମନ୍ କଲା ଇସାବେ ନ କରି ତମର୍ ମନ୍ କଲା ଇସାବେ କରା” ବଲି ପାର୍ତନା କଲା ।
37He returned, found them asleep, and said to Peter, "Simon, are you asleep? Couldn't you stay awake one hour?Saa25ତାର୍ପଚେ ଜିସୁ ତାର୍ ସିସ୍ମନର୍ ଲଗେ ବାଉଡି ଆଇଲାଜେ, ସେମନ୍ ସଇରଇବାଟା ଦେକ୍ଲା । ସେ ପିତର୍କେ କଇଲା, “ ସିମନ୍ ପିତର୍, ତମେ ସଇଦେଲାସ୍ନି କି ? ଗଟେକ୍ ଗଁଟା ମିସା ଚେତା ରଇ ଜାଗି ନାପାର୍ଲାସ୍ନି ?
38Watch and pray, so you don't fall into temptation. The spirit is willing, but the flesh is weak."Saa25ତମେ ଜେନ୍ତିକି ପରିକାର୍ ପାନ୍ଦେ ନ ଅଦର୍ବାପାଇ ଜାଗି ରଇକରି ପାର୍ତନା କରା । ମନ୍ କର୍ବି ବଲି ମନ୍ କଲାନି ମାତର୍ ଗାଗଡ୍ ନିଚ୍ଲାନି ।”
39And again he went away and prayed, saying the same words.Saa25ଜିସୁ ଆରିତରେକ୍ ଜାଇକରି ଆଗ୍ତୁର୍ ପାରା କଇକରି ପାର୍ତନା କଲା ।
40Again he found them sleeping, eyes heavy, not knowing how to answer him.Saa25ତାର୍ପଚେ ସେ ସିସ୍ମନର୍ ଲଗେ ଆରି ତରେକ୍ ବାଉଡି ଆସି ଦେକ୍ଲା । ସେମନ୍ ଆରିତରେକ୍ ସଇଦେଇରଇଲାଇ । ସେମନର୍ ଆଁକିତେଇ ଗୁନ୍ ଡାବି ଆଇତେରଇଲାଜେ ସେମନ୍ ଜିସୁକେ କାଇବଲି ମିସା କଇବାକେ ଜାନି ନାପାର୍ଲାଇ ।
41He came a third time and said, "Still sleeping and resting? Enough—the hour has come. Look, the Son of Man is handed over into the hands of sinners.Saa25ଏନ୍ତି ତିନ୍ତର୍ ପାର୍ତନା କରି ସାରାଇଲାପଚେ ଜିସୁ ସିସ୍ମନର୍ଲଗେ ଆରିତରେକ୍ ବାଉଡି ଆଇଲା ଆରି ସେମନ୍କେ କଇଲା, “ଏବେଜାକ ତମେ ପୁଣ୍ଡିକରି ସଇଦେଇ ଆଚାସ୍ ? ଏତ୍କି ଅଇସିବେ, ଏବେ ନର୍ପିଲା ମକେ, ପାପି ଲକ୍ମନର୍ ଆତେ ଦାରାଇଦେବା ବେଲା ଆସି କେଟ୍ଲା ।
42Rise, let us be going; see, my betrayer is here."Saa25ଉଟା ଆମେ ଜୁବେ । ଏଦେ ଦେକା ! ମକେ ସତ୍ରୁମନ୍କେ ଦାରାଇ ଦେବା ଲକ୍ ଆଇଲାଆଚେ ।” ବଲି କଇଲାଇ ।
43While he was still speaking, Judas—one of the twelve—arrived, and with him a crowd with swords and clubs from the chief priests, scribes, and elders.Saa25ସେ ଦାପ୍ରେ ଜିସୁ ଏ କାତା କଇବାବେଲା, ବାର୍ଟା ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଇସ୍କାରିୟତ୍ ଜିଉଦା ଆସି କେଟ୍ଲା । ଆରି ତାର୍ ସଙ୍ଗ୍ ବେସି ଲକ୍ମନ୍ ରଇଲାଇ । ସେ ଲକ୍ମନର୍ ଆତେ କାଣ୍ଡା ଆରି ଟେଙ୍ଗ୍ ଦାରିରଇଲାଇ । ସେ ଲକ୍ମନ୍କେ ମୁକିଅ ପୁଜାରିମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ମୁକିଅ ଜିଉଦି ନେତାମନ୍, ପାଟାଇ ରଇଲାଇ ।
44His betrayer had given them a signal: "The one I kiss is him—seize him and take him away securely."Saa25ସତ୍ରୁମନର୍ ଆତେ ଦାରାଇଦେବା ଇସ୍କାରିୟତ୍ ଜିଉଦା ଜିସୁକେ ଦେକାଇଦେବାକେ ଏନ୍ତି ଗଟେକ୍ ଚିନ୍ କଇରଇଲା, “ମୁଇ ଜନ୍ ଲକ୍କେ ଚୁମ୍ବି, ସେ ଆକା ଜିସୁ । ତମେ ତାକେ ବନ୍ଦିକରି ଜାଗରତ୍ ସଙ୍ଗ୍ ଦୁରିକେ ଦାରିଜାଇସା ।”
45He came up to Jesus at once, said, "Rabbi!" and kissed him.Saa25ସେମନ୍ ତେଇ ଆସିକରି କେଟ୍ଲା ଦାପ୍ରେ, ଇସ୍କାରିୟତ୍ ଜିଉଦା ଜିସୁର୍ ଲଗେ ଜାଇକରି “ଏ ଗୁରୁ, ଜୁଆର୍ !” ବଲିକରି ଚୁମ୍ଲା ।
46And they laid hands on him and seized him.Saa25ସେବେଲା ସେଲକ୍ମନ୍ ଜିସୁକେ ଦାରି ବନ୍ଦିକରି ନେବାବେଲେ,
47One of the bystanders drew his sword, struck the high priest's servant, and cut off his ear.Saa25ସେ ଲଗେ ଟିଆଅଇରଇଲା ଜିସୁର୍ ଗଟେକ୍ ସିସ୍ ତାର୍ କାଣ୍ଡା ବେଟି ମୁକିଅ ପୁଜାରିର୍ ଗତି ଦାଙ୍ଗ୍ଡାର୍ ଉଜା କାନ୍ କାଟିଦେଲା ।
48Jesus said to them, "Have you come out with swords and clubs to seize me, like a robber?Saa25ଜିସୁ ସେ ଲକ୍ମନ୍କେ ପାଚାର୍ଲା, “ମୁଇ କାଇ ଗଟେକ୍ ଅପ୍ରାଦି ଲକ୍ କି, ତମେ କାଣ୍ଡା ଆରି ଟେଙ୍ଗ୍ମନ୍ ଦାରି ମକେ ନେବାର୍ ଆସିଆଚାସ୍ ?
49Every day I was with you in the temple teaching, and you didn't arrest me. But let the Scriptures be fulfilled."Saa25ସବୁ ଦିନ୍ ମୁଇ ପାର୍ତନା ଗର୍ମନ୍କେ ସିକାଇଦେବା ବେଲେ ମୁଇ ତମର୍ ସଙ୍ଗ୍ ରଇଲି । ମାତର୍ ସେବେଲେ ମକେ ଦାରାସ୍ନାଇ । ମାତର୍ ପର୍ମେସରର୍ ସାସ୍ତରେ ଜେନ୍ତି ଲେକାଅଇରଇଲା ସେଟା ସବୁ ସତ୍ ଅଇବାକେସେ ଏନ୍ତି ଅଇଲାଆଚେ ।”
50And they all left him and fled.Saa25ସେବେଲା ଜିସୁର୍ ସିସ୍ମନ୍ ତାକେ ଚାଡି ଉଟିପାଲାଇଲାଇ ।
51And a young man followed him, wearing nothing but a linen cloth. And they seized the young man,Saa25ମାତର୍ ସେବେଲା ଗଟେକ୍ ଦାଙ୍ଗ୍ଡା ଅବ୍କା ପାତଲ୍ ଚାଦର୍ ଡାବିଅଇ ଜିସୁର୍ ପଚେ ପଚେ ଜାଇତେରଇଲା । ଲକ୍ମନ୍ ତାକେ ବନ୍ଦିକର୍ବାକେ ଚେସ୍ଟା କଲାଇକେ
52but he left the linen cloth and ran away naked.Saa25ସେ ଦାଙ୍ଗ୍ଡା ପାତଲ୍ ଚାଦର୍ ଚାଡିକରି ଡୁମ୍ଣ୍ଡା ଉଟିପାଲାଇଲା ।
53They led Jesus to the high priest, and all the chief priests and elders and scribes gathered.Saa25ପଚେ ସେ ଲକ୍ମନ୍ ଜିସୁକେ ସବୁର୍ଟାନେଅନି ବଡ୍ପୁଜାରିତେଇ ଦାରିଗାଲାଇ । ମୁକିଅ ପୁଜାରିମନ୍, ପାର୍ଚିନ୍ମନ୍ ଆରି ନିୟମ୍ ଗୁରୁମନ୍ ସବୁଲକ୍ ଗଟେକ୍ ତେଇ ରୁଣ୍ଡ୍ଲାଇ ।
54Peter had followed at a distance, all the way into the high priest's courtyard, and sat with the guards, warming himself by the fire.Saa25ପିତର୍ ଜିସୁର୍ ଟାନେଅନି ଦୁରିକେ ରଇ ତାର୍ ପଚେ ପଚେ ଗାଲା ଆରି ମୁକିଅ ପୁଜାରିର୍ ଡାଣ୍ଡ୍ବିତ୍ରେ ଗାଲା । ଜାଗୁଆଲ୍ମନର୍ ସଙ୍ଗ୍ ବସିକରି ଜଇ ଚେକ୍ତେରଇଲା ।
55The chief priests and the whole council sought testimony against Jesus to put him to death, but found none.Saa25ତେଇ ମୁକିଅ ପୁଜାରିମନ୍ ଆରି ବିଚାର୍ କର୍ବା ଜିଉଦି ନେତାମନ୍ ଜିସୁକେ ମର୍ବା ଡଣ୍ଡ୍ ଦେବାକେ ତାର୍ ବିରଦେ ସାକି କଜ୍ତେରଇଲାଇ । ମାତର୍ ସାକି ଦେବାକେ କେ ମିସା ମିଲତ୍ନାଇ ।
56For many gave false testimony against him, but their testimony did not agree.Saa25ବେସି ଲକ୍ମନ୍ ଆସିକରି ଜିସୁର୍ ବିରଦେ ମିଚ୍ ସାକି କଇଲାଇ, ମାତର୍ ସେମନ୍ ସବୁଲକ୍ ବିନ୍ ବିନ୍ ରକାମର୍ କାତା କଇଲାଇ ।
57And some stood up and gave false testimony against him, saying,Saa25ସାରାସାରି କେତେ ଲକ୍ ଉଟିକରି ତାର୍ ବିରଦେ ମିଚ୍ ସାକି ଦେଇ ଏନ୍ତି କଇଲାଇ,
58"We heard him say, 'I will destroy this temple made by hands, and in three days build another not made by hands.'"Saa25“ଲକ୍ମନ୍ ତିଆର୍କଲା ଏ ପର୍ମେସରର୍ ମନ୍ଦିର୍ ମୁଇ ବାଙ୍ଗାଇ ଦେଇ, ସେଟା ତିନ୍ ଦିନ୍ ବିତ୍ରେ ଆରି ତିଆର୍କରିଦେବି, ଜନ୍ଟାକି ଲକ୍ମନ୍ ତିଆର୍ ନ କରିରଅତ୍ ବଲି ସେ କଇବା ଏ କାତା ଆମେ ସୁନିଆଚୁ ।”
59Yet even about this their testimony did not agree.Saa25ମାତର୍, ଏନ୍ତି ବଇଲେମିସା ଏ ଲକ୍ମନ୍ କାଇ କାଇ ବିସଇ ସବୁ କଇତେରଇଲାଇ, ସେଟା, ଗଟେକ୍ ଲକର୍ କାତା ଆରି ଗଟେକ୍ ଲକର୍ କାତା ସଙ୍ଗ୍ ନ ମିସ୍ତେରଇଲା ।
60The high priest stood up in the midst and asked Jesus, "You have no answer? What are these men testifying against you?"Saa25ତାର୍ପଚେ ସବୁଲକର୍ ଆଗ୍ତୁ ବଡ୍ ପୁଜାରି ଟିଆଅଇକରି ପାଚାର୍ଲା, “ଏ ଲକ୍ମନ୍ ତର୍ ବିରଦେ କେତେ କାତା କଇଲାଇନି, ସେ ବିସଇନେଇ ତକେ କାଇଟା ମିସା କଇବାର୍ ଆଚେ କି ?”
61He stayed silent, answered nothing. Again the high priest asked him, "Are you the Christ, the Son of the Blessed?"Saa25ମାତର୍ ଜିସୁ ଚିମ୍ରା ଅଇକରି ରଇଲା, କାଇଟା ମିସା କଏନାଇ । ବଡ୍ପୁଜାରି ଜିସୁକେ ଆରି ତର୍ ପାଚାର୍ଲା, “ତୁଇ କାଇ ପୁଜା ପାଇବା ପର୍ମେସରର୍ ପଅ କିରିସ୍ଟ କି ?”
62Jesus said, "I AM, and you will see the Son of Man seated at the right hand of the Mighty One and coming with heaven's clouds."Saa25ଜିସୁ କଇଲା, “ଉଁ, ମୁଇ ସେ । ଆରି ନର୍ପିଲା ମୁଇ, ପର୍ମେସରର୍ ବେସି ବପୁର୍ ଉଜା ଆତ୍ ବାଟେ ବସିରଇଲାଟା ଆରି ସରଗର୍ ମେଗେ ଆଇବାଟା ଦେକ୍ସା ।”
63And the high priest tore his clothes and said, "What further witnesses do we need?Saa25ବଡ୍ ପୁଜାରି ଏ କାତା ସୁନିକରି ବେସି ରିସାଅଇଜାଇ ତାର୍ ନିଜର୍ ପଚିଆ ଚିରିପାକାଇଲା ଆରି ସବୁଲକ୍ମନ୍କେ କଇଲା, “ଆମ୍କେ ଆରି କାଇ ସାକି ଦର୍କାର୍ ?”
64You have heard his blasphemy. What is your decision?" And they all condemned him as deserving death.Saa25“ସେ ପର୍ମେସରର୍ ପିଲା ବଲିକରି କଇଲାଟା ତମେ ସୁନିଆଚାସ୍ । ଏବେ ତମେ କାଇଟା ବଲି ବାବ୍ଲାସ୍ନି ?” ତେଇ ସବୁ ଲକ୍ମନ୍ ଜିସୁକେ ଦସି କରାଇ, ତାକେ ମର୍ବା ଡଣ୍ଡ୍ ମିଲ ବଲି କଇଲାଇ ।
65Some began spitting on him, covering his face, and punching him, saying to him, "Prophesy!" Then the guards slapped him.Saa25ତେଇ ରଇଲା କେତେ ଲକ୍ମନ୍ ତାର୍ ଉପ୍ରେ ତୁକ୍ବାର୍ ଦାର୍ଲାଇ । କେତେଲକ୍ମନ୍ ତାର୍ ମୁଏଁ ଡାବିକରି ତାକେ ବିଦାସଙ୍ଗ୍ ମାର୍ଲାଇ । ତାକେ କିଜାଇକରି କଇଲାଇ, “ତୁଇ ଜଦି ପର୍ମେସରର୍ କାତା କଇବା ବବିସତ୍ବକ୍ତା ବଇଲେ, ତକେ କେ ମାର୍ଲା କ ?” ପଚେ ସନିଅମନ୍ ତାକେ ଦାରିଜାଇକରି ମାର୍ଲାଇ ।
66While Peter was below in the courtyard, one of the high priest's servant girls came,Saa25ପିତର୍ ମଜାଡାଣ୍ଡେ ଟିଆଅଇଲାବେଲେ ବଡ୍ ପୁଜାରିର୍ ଗତି ଦାଙ୍ଗ୍ଡି ତେଇ ଆଇଲା ।
67seeing Peter warming himself, she looked at him and said, "You too were with the Nazarene, Jesus."Saa25ପିତର୍ ଜଇ ଚେକ୍ବାବେଲେ ତାକେ ନିମାନ୍ ଦେକିକରି କଇଲା, “ତୁଇମିସା ନାଜରିତର୍ ଜିସୁର୍ ସଙ୍ଗ୍ ରଇଲୁସ୍ ।”
68But he denied it: "I don't know or understand what you mean." Then he went out to the entrance, and a rooster crowed.Saa25ମାତର୍ ପିତର୍ ତାକେ କଇଲା, “ସେଟା ମୁଇ ନଇ, ମୁଇ କେବେ ମିସା ଜିସୁର୍ ସଙ୍ଗ୍ ରଇନାଇ, ତମେ କାଇଟା କଇଲାସ୍ନି ମୁଇ ନାଜାନି ।” ତାର୍ପଚେ ପିତର୍ ଡାଣ୍ଡେ ପୁର୍ବା ବାଟେ ଉଟିଗାଲା ।
69The servant girl saw him and again told the bystanders, "This man is one of them."Saa25ଆରି ତରେକ୍ ଗତିଦାଙ୍ଗ୍ଡି ପିତର୍କେ ଦେକି ତେଇ ଟିଆଅଇଲା ଲକ୍ମନ୍କେ କଇଲା, “ଏ ଲକ୍ ମିସା ଜିସୁର୍ ଦଲେଅନି ଗଟେକ୍ ଲକ୍ ।”
70But he denied it again. A little later the bystanders again told Peter, "You truly are one of them, for you're a Galilean."Saa25ମାତର୍ ପିତର୍ ଆରିତରେକ୍ କଇଲା, “ଏ କାତା ମୁଲ୍କେ ସତ୍ ନାଇ ।” ଆରି କେତେପର୍ ଗାଲା ପଚେ, ତେଇ ରଇଲା ଲକ୍ମନ୍ “ତୁଇ ସେମନର୍ ମାନ୍ଦାଇ ରଇଲୁସ୍ ଆକା, ତୁଇ ଗଟେକ୍ ଗାଲିଲି ଅନି ଆଇଲା ଲକ୍ ପାରା ଡିସ୍ଲୁସ୍ନି ।” ବଲି କଇଲାଇ ।
71He began to call down curses on himself and swear, "I don't know this man you're talking about."Saa25ମାତର୍ ପିତର୍ ସାଇପ୍ ଦେଇ ରାନ୍ ପାକାଇ କଇଲା, “ମୁଇ ପର୍ମେସରର୍ ନାଉଁ ଦାରି ପର୍ମାନ୍ କରି କଇଲିନି, ତମେ କାର୍ କାତା କଇଲାସ୍ନି, ମୁଇ ତାକେ ମୁଲ୍କେ ନାଜାନି ।”
72At once a rooster crowed a second time. Peter remembered Jesus' words: "Before the rooster crows twice, you will deny me three times." He broke down and wept.Saa25ପିତର୍ ଏ କାତା କଇଲା ଦାପ୍ରେ କୁକ୍ଡା ଦୁଇତର୍ ଡାକ୍ଲା । ଜିସୁ କଇରଇବା ସବୁ କାତା ପିତର୍ ଏତାଇଲା । ଜିସୁ କଇରଇଲା, କୁକ୍ଡା ଦୁଇତର୍ ଡାକ୍ବା ଆଗ୍ତୁ ତୁଇ ମକେ ତିନ୍ ତର୍ ନାଜାନି ବଲିକରି କଇସାରାଇରଇସୁ ବଲି । ତାର୍ପଚେ ପିତର୍ ବେସି ଦୁକ୍କରି କାନ୍ଦ୍ବାର୍ ଦାର୍ଲା ।