Skip to content
The Believer's Library

Indian Revised Version(IRV) Odia - 2021

1 Chronicles 1 IRVOry

Show IRVOry only
Verse × ×
1 Adam, Seth, Enosh, ଆଦମ, ଶେଥ, ଈନୋଶ;
2 Kenan, Mahalalel, Jared, କୟିନାନ, ମହଲଲେଲ, ଯେରଦ;
3 Enoch, Methuselah, Lamech, ହନୋକ, ମଥୂଶେଲହ, ଲେମକ;
4 Noah, Shem, Ham, and Japheth. ନୋହ, ଶେମ, ହାମ ଓ ଯେଫତ୍‍।
5 The sons of Japheth: Gomer, Magog, Madai, Javan, Tubal, Meshech, and Tiras. ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।
6 The sons of Gomer: Ashkenaz, Diphath, and Togarmah. ପୁଣି, ଗୋମରର ସନ୍ତାନ ଅସ୍କିନସ୍‍, ଦୀଫତ୍‍ ଓ ତୋଗର୍ମା ଥିଲେ।
7 The sons of Javan: Elishah, Tarshish, the Kittim, and the Rodanim. ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍‍ ଥିଲେ।
8 The sons of Ham: Cush, Mizraim, Put, and Canaan. ହାମର ସନ୍ତାନ କୂଶ, ମିସର, ପୂଟ୍‍ ଓ କିଣାନ ଥିଲେ।
9 The sons of Cush: Seba, Havilah, Sabta, Raamah, and Sabteca. The sons of Raamah: Sheba and Dedan. ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।
10 Cush fathered Nimrod; he was the first to become a mighty one on the earth. ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।
11 Mizraim fathered the Ludim, the Anamim, the Lehabim, the Naphtuhim, ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,
12 the Pathrusim, the Casluhim (from whom the Philistines came), and the Caphtorim. ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।
13 Canaan fathered Sidon his firstborn, and Heth, ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;
14 and the Jebusites, the Amorites, the Girgashites, ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,
15 the Hivites, the Arkites, the Sinites, ହିବ୍ବୀୟ, ଅର୍କୀୟ, ସିନୀୟ,
16 the Arvadites, the Zemarites, and the Hamathites. ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।
17 The sons of Shem: Elam, Asshur, Arpachshad, Lud, and Aram; and the sons of Aram: Uz, Hul, Gether, and Meshech. ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।
18 Arpachshad fathered Shelah, and Shelah fathered Eber. ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା।
19 Eber had two sons: one named Peleg, since the earth was divided in his days, and his brother named Joktan. ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।
20 Joktan fathered Almodad, Sheleph, Hazarmaveth, Jerah, ପୁଣି, ଯକ୍ତନ୍‍ ଅଲ୍‍ମୋଦଦ, ଶେଲଫ୍‍, ହତ୍‍ସର୍ମାବତ୍‍, ଯେରହ,
21 Hadoram, Uzal, Diklah, ହଦୋରାମ, ଊଷଲ, ଦିକ୍ଲା,
22 Ebal, Abimael, Sheba, ଓବଲ, ଅବୀମାୟେଲ୍, ଶିବା,
23 Ophir, Havilah, and Jobab. All these were the sons of Joktan. ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।
24 Shem, Arpachshad, Shelah, ଶେମ, ଅର୍ଫକ୍ଷଦ, ଶେଲହ;
25 Eber, Peleg, Reu, ଏବର, ପେଲଗ୍‍, ରୀୟୂ;
26 Serug, Nahor, Terah, ସରୁଗ, ନାହୋର, ତେରହ
27 Abram, that is, Abraham. ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।
28 The sons of Abraham: Isaac and Ishmael. ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।
29 These are their family records: the firstborn of Ishmael, Nebaioth; then Kedar, Adbeel, Mibsam, ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;
30 Mishma, Dumah, Massa, Hadad, Tema, ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;
31 Jetur, Naphish, and Kedemah. These are the sons of Ishmael. ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।
32 Keturah, Abraham's concubine, bore Zimran, Jokshan, Medan, Midian, Ishbak, and Shuah. Jokshan's sons: Sheba and Dedan. ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।
33 The sons of Midian: Ephah, Epher, Hanoch, Abida, and Eldaah. All these were the sons of Keturah. ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
34 Abraham fathered Isaac. The sons of Isaac: Esau and Israel. ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।
35 The sons of Esau: Eliphaz, Reuel, Jeush, Jalam, and Korah. ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
36 The sons of Eliphaz: Teman, Omar, Zephi, Gatam, Kenaz, Timna, and Amalek. ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍, ସଫୀ ଓ ଗୟିତମ୍‍, କନସ୍‍ ଓ ତିମ୍ନା ଓ ଅମାଲେକ।
37 The sons of Reuel: Nahath, Zerah, Shammah, and Mizzah. ରୁୟେଲର ସନ୍ତାନ ନହତ୍‍, ସେରହ, ଶମ୍ମ ଓ ମିସା।
38 The sons of Seir: Lotan, Shobal, Zibeon, Anah, Dishon, Ezer, and Dishan. ଆଉ ସେୟୀରର ସନ୍ତାନ ଲୋଟନ୍‍, ଶୋବଲ୍‍, ସିବୀୟୋନ୍‍, ଅନା, ଦିଶୋନ୍‍, ଏତ୍ସର ଓ ଦୀଶନ୍‍।
39 The sons of Lotan: Hori and Homam; and Lotan's sister was Timna. ଲୋଟନ୍‍ର ସନ୍ତାନ ହୋରି, ହୋମମ୍‍ ଓ ତିମ୍ନା ଲୋଟନ୍‍ର ଭଗିନୀ ଥିଲା।
40 The sons of Shobal: Alian, Manahath, Ebal, Shephi, and Onam. The sons of Zibeon: Aiah and Anah. ଶୋବଲ୍‍ର ସନ୍ତାନ ଅଲୀୟନ୍‍, ମାନହତ୍‍, ଏବଲ୍‍, ଶଫୀ ଓ ଓନମ୍‍। ଆଉ ସିବୀୟୋନ୍‍ର ପୁତ୍ର ଅୟା ଓ ଅନା।
41 The sons of Anah: Dishon. The sons of Dishon: Hamran, Eshban, Ithran, and Cheran. ଅନାର ପୁତ୍ର ଦିଶୋନ୍‍। ଆଉ ଦିଶୋନ୍‍ର ପୁତ୍ର ହମ୍ରଣ, ଇଶବନ୍‍, ଯିତ୍ରନ୍‍ ଓ କରାନ୍‍।
42 The sons of Ezer: Bilhan, Zaavan, and Jaakan. The sons of Dishan: Uz and Aran. ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
43 These are the kings who reigned in Edom's land before any king reigned over the Israelites: Bela son of Beor, whose city was Dinhabah. ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।
44 When Bela died, Jobab son of Zerah from Bozrah reigned in his place. ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।
45 When Jobab died, Husham from the land of the Temanites reigned in his place. ଆଉ ଯୋବବ୍‍ ମରନ୍ତେ, ତୈମନ୍‍ ଦେଶୀୟ ହୂଶମ୍‍ ତାଙ୍କର ପଦରେ ରାଜ୍ୟ କଲେ।
46 Husham died; Hadad son of Bedad, who defeated Midian in the country of Moab, reigned instead; his city was Avith. ପୁଣି, ହୂଶମ୍‍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍‍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍‍ ଥିଲା।
47 When Hadad died, Samlah from Masrekah reigned in his place. ଆଉ ହଦଦ୍‍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।
48 When Samlah died, Shaul from Rehoboth on the River reigned in his place. ପୁଣି, ସମ୍ଳ ମରନ୍ତେ, (ଫରାତ୍‍) ନଦୀ ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।
49 When Shaul died, Baal-hanan son of Achbor reigned in his place. ପୁଣି, ଶୌଲ ମଲା ଉତ୍ତାରେ ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାଙ୍କର ପଦରେ ରାଜ୍ୟ କଲେ।
50 Baal-hanan died; Hadad reigned in his place. His city was Pai; his wife was Mehetabel, daughter of Matred, daughter of Me-zahab. ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
51 And Hadad died. The chiefs of Edom were: chief Timna, chief Aliah, chief Jetheth, ଏଥିଉତ୍ତାରେ ହଦଦ୍‍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା, ରାଜା ଯିଥେତ୍‍,
52 chief Oholibamah, chief Elah, chief Pinon, ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍‍;
53 chief Kenaz, chief Teman, chief Mibzar, ରାଜା କନସ୍‍, ରାଜା ତୈମନ୍‍, ରାଜା ମିବ୍‍ସର୍‍;
54 chief Magdiel, chief Iram. These were the chiefs of Edom. ରାଜା ମଗ୍‍ଦୀୟେଲ, ରାଜା ଈରମ୍‍। ଏମାନେ ଇଦୋମର ରାଜା ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]