Skip to content
The Believer's Library

Indian Revised Version(IRV) Odia - 2021

1 Chronicles 2 IRVOry

Show IRVOry only
Verse × ×
1 These were the sons of Israel: Reuben, Simeon, Levi, Judah, Issachar, and Zebulun, ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
2 Dan, Joseph, Benjamin, Naphtali, Gad, and Asher. ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।
3 Judah's sons: Er, Onan, Shelah—three born to him by Shua's Canaanite daughter. Er, the firstborn, was evil in our Father's eyes, so he killed him. ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।
4 Tamar, Judah's daughter-in-law, bore him Perez and Zerah. Judah had five sons in all. ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
5 The sons of Perez: Hezron and Hamul. ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।
6 The sons of Zerah: Zimri, Ethan, Heman, Calcol, and Dara—five of them in all. ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।
7 Carmi's son: Achar, Israel's troubler, who broke faith over the devoted things. କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।
8 The son of Ethan: Azariah. ପୁଣି, ଏଥନ୍‍ର ପୁତ୍ର ଅସରୀୟା।
9 The sons born to Hezron: Jerahmeel, Ram, and Chelubai. ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,
10 Ram fathered Amminadab, and Amminadab fathered Nahshon, leader of the people of Judah. ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।
11 Nahshon fathered Salma, and Salma fathered Boaz, ଆଉ ନହଶୋନ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା;
12 Boaz fathered Obed, and Obed fathered Jesse. ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା।
13 Jesse fathered Eliab his firstborn, Abinadab the second, Shimea the third, ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;
14 Nethanel the fourth, Raddai the fifth, ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;
15 Ozem the sixth, and David the seventh. ଷଷ୍ଠ ଓତ୍ସମ୍‍‍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;
16 Their sisters were Zeruiah and Abigail. Zeruiah's sons: Abishai, Joab, and Asahel—three. ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।
17 Abigail bore Amasa, and the father of Amasa was Jether the Ishmaelite. ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
18 Caleb son of Hezron had children by his wife Azubah and by Jerioth; her sons were Jesher, Shobab, and Ardon. ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
19 When Azubah died, Caleb married Ephrath, and she bore him Hur. ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।
20 Hur fathered Uri, and Uri fathered Bezalel. ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।
21 Afterward Hezron had relations with the daughter of Machir the father of Gilead, marrying her at sixty; she bore him Segub. ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
22 Segub fathered Jair, who held twenty-three towns in the land of Gilead. ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
23 But Geshur and Aram took Havvoth-jair from them, plus Kenath and its villages—sixty towns. All these were sons of Machir, father of Gilead. ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
24 After Hezron died in Caleb-ephrathah, Abijah, Hezron's wife, bore him Ashhur, the father of Tekoa. ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।
25 The sons of Jerahmeel, Hezron's firstborn: Ram his firstborn, then Bunah, Oren, Ozem, and Ahijah. ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।
26 Jerahmeel had another wife, whose name was Atarah; she was the mother of Onam. ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।
27 The sons of Ram, Jerahmeel's firstborn: Maaz, Jamin, and Eker. ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।
28 The sons of Onam: Shammai and Jada. The sons of Shammai: Nadab and Abishur. ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।
29 Abishur's wife was named Abihail, and she bore him Ahban and Molid. ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
30 The sons of Nadab: Seled and Appaim. Seled died without children. ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।
31 The son of Appaim: Ishi. The son of Ishi: Sheshan. The child of Sheshan: Ahlai. ଆଉ ଅପ୍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।
32 The sons of Jada, Shammai's brother: Jether and Jonathan. Jether died without children. ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।
33 The sons of Jonathan: Peleth and Zaza. These were the descendants of Jerahmeel. ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।
34 Now Sheshan had no sons, only daughters. He had an Egyptian servant whose name was Jarha, ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସରୀୟ ଦାସ ଥିଲା, ତାହାର ନାମ ଯାର୍ହା।
35 and Sheshan gave his daughter in marriage to Jarha his servant, and she bore him Attai. ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।
36 Attai fathered Nathan, and Nathan fathered Zabad, ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,
37 Zabad fathered Ephlal, and Ephlal fathered Obed, ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା;
38 Obed fathered Jehu, and Jehu fathered Azariah, ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;
39 Azariah fathered Helez, and Helez fathered Eleasah, ପୁଣି, ଅସରୀୟ ହେଲସ୍‍କୁ ଜାତ କଲା ଓ ହେଲସ୍‍ ଇଲୀୟାସାକୁ ଜାତ କଲା;
40 Eleasah fathered Sismai, and Sismai fathered Shallum, ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍‍କୁ ଜାତ କଲା;
41 Shallum fathered Jekamiah, and Jekamiah fathered Elishama. ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।
42 Sons of Caleb, Jerahmeel's brother: Mesha his firstborn, father of Ziph; and the sons of Mareshah the father of Hebron. ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।
43 The sons of Hebron: Korah, Tappuah, Rekem, and Shema. ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍‍, ଶେମା।
44 Shema fathered Raham, the father of Jorkeam, and Rekem fathered Shammai. ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍‍ ଶମ୍ମୟକୁ ଜାତ କଲା।
45 The son of Shammai was Maon, and Maon was the father of Beth-zur. ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।
46 Ephah, Caleb's concubine, bore Haran, Moza, and Gazez; and Haran fathered Gazez. ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।
47 The sons of Jahdai: Regem, Jotham, Geshan, Pelet, Ephah, and Shaaph. ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍।
48 Maacah, Caleb's concubine, bore Sheber and Tirhanah. ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।
49 She bore Shaaph, father of Madmannah, and Sheva, father of Machbenah and Gibea. Caleb's daughter was Achsah. ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।
50 These were the descendants of Caleb. The sons of Hur, the firstborn of Ephrathah: Shobal the father of Kiriath-jearim, କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;
51 Salma the father of Bethlehem, and Hareph the father of Beth-gader. ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;
52 Shobal the father of Kiriath-jearim had other sons: Haroeh, and half of the Menuhoth. ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।
53 Kiriath-jearim's clans: Ithrites, Puthites, Shumathites, Mishraites—from them came the Zorathites and Eshtaolites. ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।
54 The descendants of Salma: Bethlehem, the Netophathites, Atroth-beth-joab, half of the Manahathites, and the Zorites. ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
55 The scribe clans living at Jabez: Tirathites, Shimeathites, Sucathites—Kenites who came from Hammath, father of the house of Rechab. ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]