Skip to content
The Believer's Library

Indian Revised Version(IRV) Odia - 2021

1 Chronicles 25 IRVOry

Show IRVOry only
Verse × ×
1 David and the army commanders set apart some of the sons of Asaph, Heman, and Jeduthun for service, who prophesied with lyres, harps, and cymbals. Their numbers, by task, were: ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
2 Sons of Asaph: Zaccur, Joseph, Nethaniah, Asharelah, the sons of Asaph—under Asaph's direction, prophesying under the king's direction. ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
3 Jeduthun's sons: Gedaliah, Zeri, Jeshaiah, Shimei, Hashabiah, Mattithiah—six, guided by their father Jeduthun, prophesied with the lyre, thanking and praising our Father. ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
4 Of Heman, sons of Heman: Bukkiah, Mattaniah, Uzziel, Shebuel, Jerimoth, Hananiah, Hanani, Eliathah, Giddalti, Romamti-ezer, Joshbekashah, Mallothi, Hothir, Mahazioth. ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;
5 All these were sons of Heman, the king's seer, given through our Father's word to lift Heman up. Our Father gave Heman fourteen sons and three daughters. ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
6 All these were under their father's direction for song in the house of our Father, with cymbals, harps, and lyres for the service of the house of our Father; Asaph, Jeduthun, and Heman were under the king's direction. ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।
7 Their number, with their kin trained to sing to our Father—all skilled—was 288. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
8 And they cast lots for their duties, small and great alike, teacher and pupil alike. ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
9 The first lot came out for Asaph, to Joseph; the second, Gedaliah with his brothers and sons, twelve. ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
10 The third to Zaccur, his sons and his brothers, twelve; ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
11 the fourth to Izri, his sons and his brothers, twelve; ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
12 the fifth to Nethaniah, his sons and his brothers, twelve; ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
13 the sixth to Bukkiah, his sons and his brothers, twelve; ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
14 the seventh to Jesarelah, his sons and his brothers, twelve; ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
15 the eighth to Jeshaiah, his sons and his brothers, twelve; ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
16 the ninth to Mattaniah, his sons and his brothers, twelve; ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
17 the tenth to Shimei, his sons and his brothers, twelve; ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
18 the eleventh to Azarel, his sons and his brothers, twelve; ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
19 the twelfth to Hashabiah, his sons and his brothers, twelve; ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
20 the thirteenth to Shubael, his sons and his brothers, twelve; ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
21 the fourteenth to Mattithiah, his sons and his brothers, twelve; ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
22 the fifteenth to Jeremoth, his sons and his brothers, twelve; ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
23 the sixteenth to Hananiah, his sons and his brothers, twelve; ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
24 the seventeenth to Joshbekashah, his sons and his brothers, twelve; ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
25 the eighteenth to Hanani, his sons and his brothers, twelve; ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
26 the nineteenth to Mallothi, his sons and his brothers, twelve; ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
27 the twentieth to Eliathah, his sons and his brothers, twelve; ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
28 the twenty-first to Hothir, his sons and his brothers, twelve; ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
29 the twenty-second to Giddalti, his sons and his brothers, twelve; ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
30 the twenty-third to Mahazioth, his sons and his brothers, twelve; ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
31 the twenty-fourth to Romamti-ezer, his sons and his brothers, twelve. ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]