Skip to content
The Believer's Library

Indian Revised Version(IRV) Odia - 2021

1 Chronicles 3 IRVOry

Show IRVOry only
Verse × ×
1 David's sons born to him in Hebron: the firstborn Amnon, by Ahinoam of Jezreel; the second Daniel, by Abigail of Carmel; ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2 third, Absalom son of Maacah, daughter of Talmai king of Geshur; fourth, Adonijah son of Haggith; ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3 the fifth, Shephatiah, by Abital; the sixth, Ithream, by his wife Eglah. ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4 Six were born to him in Hebron, where he reigned seven years and six months; in Jerusalem he reigned thirty-three years. ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
5 Born to him in Jerusalem: Shimea, Shobab, Nathan, and Solomon—four by Bath-shua, daughter of Ammiel; ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;
6 also Ibhar, Elishama, Eliphelet, ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;
7 Nogah, Nepheg, Japhia, ନୋଗହ ଓ ନେଫଗ୍‍ ଓ ଯାଫୀୟ;
8 Elishama, Eliada, and Eliphelet—nine in all. ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।
9 These were all David's sons, besides the sons of his concubines; Tamar was their sister. ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
10 Solomon's son was Rehoboam; Abijah his son, Asa his son, Jehoshaphat his son, ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
11 Joram his son, Ahaziah his son, Joash his son, ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;
12 Amaziah his son, Azariah his son, Jotham his son, ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;
13 Ahaz his son, Hezekiah his son, Manasseh his son, ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
14 Amon his son, Josiah his son. ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ।
15 The sons of Josiah: the firstborn, Johanan; the second, Jehoiakim; the third, Zedekiah; the fourth, Shallum. ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।
16 The sons of Jehoiakim: Jeconiah his son, Zedekiah his son. ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
17 The sons of Jeconiah, the captive: Shealtiel his son, ବନ୍ଦୀ ଯିକନୀୟର ସନ୍ତାନଗଣ;
18 Malchiram, Pedaiah, Shenazzar, Jekamiah, Hoshama, and Nedabiah. ତାହାର ପୁତ୍ର ଶଲ୍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
19 Pedaiah's sons: Zerubbabel and Shimei. Zerubbabel's sons: Meshullam and Hananiah, and their sister Shelomith, ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
20 and Hashubah, Ohel, Berechiah, Hasadiah, and Jushab-hesed—five. ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ।
21 Sons of Hananiah: Pelatiah and Jeshaiah; sons of Rephaiah, sons of Arnan, sons of Obadiah, sons of Shecaniah. ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
22 Sons of Shecaniah: Shemaiah. Sons of Shemaiah: Hattush, Igal, Bariah, Neariah, and Shaphat—six. ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।
23 The sons of Neariah: Elioenai, Hizkiah, and Azrikam—three. ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
24 The sons of Elioenai: Hodaviah, Eliashib, Pelaiah, Akkub, Johanan, Delaiah, and Anani—seven. ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]