Skip to content
The Believer's Library

Indian Revised Version(IRV) Odia - 2021

1 Chronicles 6 IRVOry

Show IRVOry only
Verse × ×
1 The sons of Levi: Gershon, Kohath, and Merari. ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
2 The sons of Kohath: Amram, Izhar, Hebron, and Uzziel. କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର ଓ ହିବ୍ରୋଣ ଓ ଉଷୀୟେଲ।
3 The children of Amram: Aaron, Moses, and Miriam. The sons of Aaron: Nadab, Abihu, Eleazar, and Ithamar. ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।
4 Eleazar fathered Phinehas, Phinehas fathered Abishua, ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;
5 Abishua fathered Bukki, Bukki fathered Uzzi, ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
6 Uzzi fathered Zerahiah, Zerahiah fathered Meraioth, ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍‍କୁ ଜାତ କଲା;
7 Meraioth fathered Amariah, Amariah fathered Ahitub, ମରାୟୋତ୍‍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା।
8 Ahitub fathered Zadok, Zadok fathered Ahimaaz, ଆଉ ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍‍କୁ ଜାତ କଲା;
9 Ahimaaz fathered Azariah, Azariah fathered Johanan, ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;
10 Johanan fathered Azariah, who served as priest in the temple Solomon built in Jerusalem. ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
11 Azariah fathered Amariah, Amariah fathered Ahitub, ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା;
12 Ahitub fathered Zadok, Zadok fathered Shallum, ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;
13 Shallum fathered Hilkiah, Hilkiah fathered Azariah, ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;
14 Azariah fathered Seraiah, and Seraiah fathered Jehozadak. ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
15 Jehozadak went into exile when our Father sent Judah and Jerusalem away through Nebuchadnezzar. ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
16 The sons of Levi: Gershom, Kohath, and Merari. ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17 These are the names of the sons of Gershom: Libni and Shimei. ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
18 The sons of Kohath: Amram, Izhar, Hebron, and Uzziel. କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
19 Merari's sons: Mahli and Mushi. These are the Levite clans by their ancestral houses. ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
20 Of Gershom: Libni his son, Jahath his son, Zimmah his son, ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;
21 Joah his son, Iddo his son, Zerah his son, Jeatherai his son. ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
22 The descendants of Kohath: Amminadab his son, Korah his son, Assir his son, କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23 Elkanah his son, Ebiasaph his son, Assir his son, ତାହାର ପୁତ୍ର ଇଲ୍‍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
24 Tahath his son, Uriel his son, Uzziah his son, and Shaul his son. ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
25 The sons of Elkanah: Amasai and Ahimoth, ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।
26 Elkanah his son, Zophai his son, Nahath his son, ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;
27 Eliab his son, Jeroham his son, Elkanah his son. ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।
28 The sons of Samuel: Joel the firstborn and Abijah the second. ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
29 The sons of Merari: Mahli, Libni his son, Shimei his son, Uzzah his son, ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30 Shimea his son, Haggiah his son, and Asaiah his son. ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
31 These are the men David put in charge of music in our Father's house after the ark came to rest. (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
32 They served with song before the tabernacle, the tent of meeting, until Solomon built the house of our Father in Jerusalem, and they carried out their service according to their appointed order. ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
33 These served, with their sons. From the Kohathites: Heman the singer, son of Joel, son of Samuel, ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34 the son of Elkanah, the son of Jeroham, the son of Eliel, the son of Toah, ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;
35 the son of Zuph, the son of Elkanah, the son of Mahath, the son of Amasai, ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;
36 the son of Elkanah, the son of Joel, the son of Azariah, the son of Zephaniah, ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37 the son of Tahath, the son of Assir, the son of Ebiasaph, the son of Korah, ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38 the son of Izhar, the son of Kohath, the son of Levi, the son of Israel. ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
39 His brother Asaph stood at Heman's right hand: Asaph son of Berekiah, son of Shimea, ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
40 the son of Michael, the son of Baaseiah, the son of Malkijah, ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;
41 the son of Ethni, the son of Zerah, the son of Adaiah, ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42 the son of Ethan, the son of Zimmah, the son of Shimei, ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
43 the son of Jahath, the son of Gershom, the son of Levi. ସେ ଯହତ୍‍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
44 On the left, their brothers, sons of Merari: Ethan son of Kishi, son of Abdi, son of Malluk, ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45 the son of Hashabiah, the son of Amaziah, the son of Hilkiah, ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କୀୟର ପୁତ୍ର;
46 the son of Amzi, the son of Bani, the son of Shemer, ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47 the son of Mahli, the son of Mushi, the son of Merari, the son of Levi. ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
48 Their fellow Levites were appointed to all the service of the tabernacle, the house of our Father. ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
49 But Aaron and his sons offered on the altar of burnt offering and on the altar of incense, doing all the work of the Most Holy Place and atoning for Israel, according to all that Moses the servant of our Father had commanded. ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
50 These were the sons of Aaron: Eleazar his son, Phinehas his son, Abishua his son, ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ
51 Bukki his son, Uzzi his son, Zerahiah his son, ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52 Meraioth his son, Amariah his son, Ahitub his son, ତାହାର ପୁତ୍ର ମରାୟୋତ୍‍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍‍;
53 Zadok his son, and Ahimaaz his son. ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍‍।
54 These were their dwelling places and settlements within their territory: Aaron's descendants of the Kohathite clan received the first lot, ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55 and they were given Hebron in the land of Judah, with its surrounding pasturelands. ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
56 But they gave the fields of the city and its villages to Caleb the son of Jephunneh. ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
57 So the descendants of Aaron were given the cities of refuge: Hebron, Libnah with its pasturelands, Jattir, Eshtemoa with its pasturelands, ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
58 Hilen with its pasturelands, Debir with its pasturelands, ହିଲେନ୍‍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
59 Ashan with its pasturelands, and Beth-shemesh with its pasturelands. ଆଶନ୍‍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
60 From the tribe of Benjamin: Geba, Alemeth, and Anathoth, each with pastureland—thirteen cities in all, by clan. ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
61 The rest of the Kohathites were allotted ten cities from the clans of the half-tribe of Manasseh. ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62 The Gershomites, by clan, were given thirteen cities from Issachar, Asher, Naphtali, and the part of Manasseh in Bashan. ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
63 The Merarites, clan by clan, were allotted twelve cities from the tribes of Reuben, Gad, and Zebulun. ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
64 So the Israelites gave the Levites these cities, together with their pasturelands. ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
65 From the tribes of Judah, Simeon, and Benjamin they allotted the cities named above. ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
66 Some of the Kohathite clans were given as their territory cities from the tribe of Ephraim. ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
67 They were given the cities of refuge: Shechem with pastureland in Ephraim's hill country, and Gezer with pastureland, ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
68 Jokmeam with its pasturelands, Beth-horon with its pasturelands, ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;
69 Aijalon with its pasturelands, and Gath-rimmon with its pasturelands. ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;
70 From the half-tribe of Manasseh: Aner with its pasturelands and Bileam with its pasturelands, for the remaining Kohathite clans. ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍‍ ଓ ତଳିଭୂମି ସହିତ ବିଲୀୟମ୍‍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
71 The Gershomites received from the clan of the half-tribe of Manasseh: Golan in Bashan with its pasturelands, and Ashtaroth with its pasturelands, ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;
72 from the tribe of Issachar, Kedesh with its pasturelands, Daberath with its pasturelands, ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;
73 Ramoth with its pasturelands, and Anem with its pasturelands; ତଳିଭୂମି ସହିତ ରାମୋତ୍‍ ଓ ତଳିଭୂମି ସହିତ ଆନେମ୍‍;
74 from the tribe of Asher, Mashal with its pasturelands, Abdon with its pasturelands, ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍‍, ତଳିଭୂମି ସହିତ ଅବଦୋନ୍‍;
75 Hukok with its pasturelands, and Rehob with its pasturelands; ତଳିଭୂମି ସହିତ ହୁକ୍କୋକ୍‍ ଓ ତଳିଭୂମି ସହିତ ରହୋବ;
76 from the tribe of Naphtali: Kedesh in Galilee with pastureland, Hammon with pastureland, Kiriathaim with pastureland. ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
77 The rest of the Merarites got, from Zebulun's tribe, Rimmono with its pastureland and Tabor with its pastureland, ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।
78 and across the Jordan, east of Jericho, from Reuben's tribe: Bezer in the wilderness with its pasturelands, Jahzah with its pasturelands, ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
79 Kedemoth with its pasturelands, and Mephaath with its pasturelands; ଓ ତଳିଭୂମି ସହିତ କଦେମୋତ୍‍ ଓ ତଳିଭୂମି ସହିତ ମେଫାତ୍‍;
80 and from the tribe of Gad, Ramoth in Gilead with its pasturelands, Mahanaim with its pasturelands, ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,
81 Heshbon with its pasturelands, and Jazer with its pasturelands. ତଳିଭୂମି ସହିତ ହିଷ୍‍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]