Skip to content
The Believer's Library

Indian Revised Version(IRV) Odia - 2021

1 Chronicles 7 IRVOry

Show IRVOry only
Verse × ×
1 The sons of Issachar were Tola, Puah, Jashub, and Shimron—four in all. ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।
2 Tola's sons: Uzzi, Rephaiah, Jeriel, Jahmai, Ibsam, and Shemuel—heads of their clans, mighty warriors in the line of Tola through their generations. In David's days their count was 22,600. ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
3 Uzzi's son: Izrahiah. Izrahiah's sons: Michael, Obadiah, Joel, Isshiah—five chiefs in all. ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
4 With them, by generations and family lines, were 36,000 troops for war, since they had many wives and children. ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
5 Their relatives, all Issachar's clans, were 87,000 mighty warriors, listed by genealogy. ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
6 Three sons of Benjamin: Bela, Becher, and Jediael. ଆଉ ବିନ୍ୟାମୀନ୍‍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
7 Bela's sons: Ezbon, Uzzi, Uzziel, Jerimoth, and Iri—five family heads, mighty warriors. Their genealogy counted 22,034. ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
8 Becher's sons: Zemirah, Joash, Eliezer, Elioenai, Omri, Jeremoth, Abijah, Anathoth, and Alemeth—all sons of Becher. ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏସମସ୍ତେ ବେଖରର ସନ୍ତାନ।
9 Their genealogical record, by their generations, listed the heads of their ancestral families and 20,200 mighty warriors. ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
10 Jediael's son was Bilhan; Bilhan's sons were Jeush, Benjamin, Ehud, Chenaanah, Zethan, Tarshish, and Ahishahar. ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନ୍‍‍ର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;
11 These were Jediael's sons, family heads, mighty warriors—17,200 fit for military service. ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
12 Shuppim and Huppim were the descendants of Ir, and the Hushites the descendants of Aher. ଶୁପ୍ପୀମ୍‍ ମଧ୍ୟ ଓ ହୁପ୍ପୀମ୍‍, ଈର୍‍ର ସନ୍ତାନଗଣ, ହୂଶୀମ୍‍, ଅହେରର ସନ୍ତାନଗଣ।
13 The sons of Naphtali were Jahziel, Guni, Jezer, and Shallum—the descendants of Bilhah. ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍‍, ଗୂନି, ଯେତ୍ସର ଓ ଶଲ୍ଲୁମ୍‍, ଏମାନେ ବିଲ୍‌ହାର ବଂଶ।
14 Manasseh's sons: Asriel, whom his Aramean concubine bore; she also bore Machir, father of Gilead. ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
15 Machir took a wife from among the Huppites and Shuppim; his sister's name was Maacah. The second was named Zelophehad; he had only daughters. ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।
16 Machir's wife Maacah bore a son and named him Peresh; his brother was Sheresh; his sons were Ulam and Rakem. ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।
17 The son of Ulam: Bedan. These were the sons of Gilead son of Machir, son of Manasseh. ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
18 His sister Hammolecheth gave birth to Ishhod, Abiezer, and Mahlah. ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
19 The sons of Shemida were Ahian, Shechem, Likhi, and Aniam. ଆଉ ଶମୀଦାର ପୁତ୍ର ଅହୀୟନ୍‍, ଶେଖମ୍‍, ଲିକ୍‍ହି ଓ ଅନୀୟାମ୍‍।
20 Ephraim's sons: Shuthelah, his son Bered, his son Tahath, his son Eleadah, his son Tahath. ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
21 His son Zabad, his son Shuthelah. The men of Gath, born in that land, killed Ezer and Elead when they went down to take the Gathites' livestock. ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
22 Their father Ephraim mourned for many days, and his relatives came to comfort him. ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
23 He slept with his wife; she conceived and bore a son he named Beriah, because tragedy had struck his household. ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
24 His daughter was Sheerah, who built Lower and Upper Beth-horon as well as Uzzen-sheerah. ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
25 Rephah was his son, Resheph his son, Telah his son, Tahan his son, ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
26 Ladan his son, Ammihud his son, Elishama his son, ତାହାର ପୁତ୍ର ଲାଦନ୍‍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
27 Nun his son, and Joshua his son. ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
28 Their possessions and settlements: Bethel with its villages, Naaran eastward, Gezer westward with its villages, Shechem with its villages, and on to Ayyah with its villages. ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
29 Along the borders of Manasseh's sons: Beth-shean, Taanach, Megiddo, and Dor, with their villages. Joseph son of Israel's descendants lived there. ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
30 The sons of Asher were Imnah, Ishvah, Ishvi, and Beriah; their sister was Serah. ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
31 The sons of Beriah were Heber and Malchiel, who was the father of Birzaith. ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍‍କୀୟେଲ।
32 Heber was the father of Japhlet, Shomer, and Hotham, and of their sister Shua. ପୁଣି, ହେବର, ଯଫ୍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
33 The sons of Japhlet were Pasach, Bimhal, and Ashvath. These were the sons of Japhlet. ଯଫ୍ଲେଟର ପୁତ୍ର ପାସକ, ବିମ୍‍ହଲ୍‍ ଓ ଅଶ୍ୱତ୍‍। ଏମାନେ ଯଫ୍ଲେଟ୍‍ର ସନ୍ତାନ।
34 The sons of Shemer were Ahi, Rohgah, Hubbah, and Aram. ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
35 The sons of his brother Helem were Zophah, Imna, Shelesh, and Amal. ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍‍ ଓ ଆମଲ।
36 The sons of Zophah were Suah, Harnepher, Shual, Beri, Imrah, ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍‍, ଶୂୟାଲ, ବେରୀ ଓ ଯିମ୍ର;
37 Bezer, Hod, Shamma, Shilshah, Ithran, and Beera. ବେତ୍ସର, ହୋଦ୍‍, ଶମ୍ମା, ଶିଲ୍‍ଶ, ଯିତ୍ରନ୍‍ ଓ ବେରା।
38 The sons of Jether were Jephunneh, Pispa, and Ara. ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
39 The sons of Ulla were Arah, Hanniel, and Rizia. ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ।
40 All these were Asher's descendants: heads of families, choice men, mighty warriors, heads of chiefs. Their war-service genealogy: 26,000 men. ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]