Skip to content
The Believer's Library

Indian Revised Version(IRV) Odia - 2021

1 Chronicles 8 IRVOry

Show IRVOry only
Verse × ×
1 Benjamin fathered Bela his firstborn, Ashbel the second, Aharah the third, ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ;
2 Nohah the fourth, and Rapha the fifth. ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।
3 Bela had sons: Addar, Gera, Abihud, ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
4 Abishua, Naaman, Ahoah, ଅବୀଶୂୟ, ନାମାନ୍‍, ଆହୋହ,
5 Gera, Shephuphan, and Huram. ଗେରା, ଶଫୂଫନ୍‍ ଓ ହୂରମ୍‍।
6 These were Ehud's sons—clan heads over Geba's residents, exiled to Manahath: ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆଯାଇଥିଲେ।
7 Naaman, Ahijah, and Gera—Gera exiled them—and fathered Uzza and Ahihud. ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।
8 Shaharaim fathered children in Moab's territory after sending away his wives Hushim and Baara. ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
9 By his wife Hodesh he fathered Jobab, Zibia, Mesha, Malcam, ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,
10 Jeuz, Sachia, and Mirmah. These were his sons, heads of families. ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
11 By Hushim he fathered Abitub and Elpaal. ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।
12 The sons of Elpaal: Eber, Misham, and Shemed, who built Ono and Lod with its surrounding towns, ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,
13 Beriah and Shema were family heads of Aijalon's residents; they drove out Gath's residents. ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
14 Ahio, Shashak, Jeremoth, ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,
15 Zebadiah, Arad, Eder, ସବଦୀୟ, ଅରାଦ, ଏଦର,
16 Michael, Ishpah, and Joha were the sons of Beriah. ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
17 Zebadiah, Meshullam, Hizki, Heber, ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍କି, ହେବର,
18 Ishmerai, Izliah, and Jobab were the sons of Elpaal. ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍ପାଲର ପୁତ୍ର ଥିଲେ।
19 Jakim, Zichri, Zabdi, ଆଉ ଶିମୀୟିର ପୁତ୍ର ଯାକୀମ୍‍, ସିଖ୍ରି, ସବ୍‍ଦି,
20 Elienai, Zillethai, Eliel, ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,
21 Adaiah, Beraiah, and Shimrath were the sons of Shimei. ଅଦାୟା, ବରାୟା ଓ ଶିମ୍ରତ୍‍;
22 Ishpan, Eber, Eliel, ଆଉ ଶାଶକ୍‍ର ପୁତ୍ର ଯିଶ୍ପନ୍‍, ଏବର, ଇଲୀୟେଲ୍‍,
23 Abdon, Zichri, Hanan, ଅବଦୋନ୍‍, ସିଖ୍ରି, ହାନନ୍‍,
24 Hananiah, Elam, Anthothijah, ହନାନୀୟ, ଏଲମ୍‍, ଅନ୍ତୋଥୀୟ,
25 Iphdeiah, and Penuel were the sons of Shashak. ଯିଫଦୀୟ ଓ ପନୂୟେଲ;
26 Shamsherai, Shehariah, Athaliah, ଆଉ, ଯିରୋହମର ସନ୍ତାନ ଶମ୍‍ଶରୟ, ଶହରୀୟ, ଅଥଲୀୟ,
27 Jaareshiah, Elijah, and Zichri were the sons of Jeroham. ଯାରିଶୀୟ, ଏଲୀୟ ଓ ସିଖ୍ରି;
28 These were family heads and chiefs, recorded in their genealogies; they lived in Jerusalem. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
29 In Gibeon lived the father of Gibeon, whose wife was named Maacah, ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
30 and his firstborn son was Abdon, then Zur, Kish, Baal, Nadab, ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍,
31 Gedor, Ahio, and Zecher. ଗଦୋର, ଅହୀୟୋ ଓ ସଖର;
32 Mikloth fathered Shimeah. These too lived alongside their relatives in Jerusalem. ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
33 Ner fathered Kish, Kish fathered Saul, and Saul fathered Jonathan, Malchi-shua, Abinadab, and Eshbaal. ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
34 The son of Jonathan was Merib-baal, and Merib-baal fathered Micah. ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
35 The sons of Micah: Pithon, Melech, Tarea, and Ahaz. ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।
36 Ahaz fathered Jehoaddah, Jehoaddah fathered Alemeth, Azmaveth, and Zimri, and Zimri fathered Moza. ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
37 Moza fathered Binea; Raphah was his son, Eleasah his son, Azel his son. ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
38 Azel's six sons: Azrikam, Bocheru, Ishmael, Sheariah, Obadiah, Hanan—all sons of Azel. ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍ସେଲର ପୁତ୍ର।
39 The sons of Eshek his brother: Ulam his firstborn, Jeush the second, and Eliphelet the third. ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।
40 Ulam's sons were mighty warriors, skilled archers, with many sons and grandsons—150 in all. All these were sons of Benjamin. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]