Skip to content
The Believer's Library

Indian Revised Version(IRV) Odia - 2021

1 John 1 IRVOry

Show IRVOry only
Verse × ×
1 What was from the beginning, what we heard, what we saw with our own eyes, what we gazed on and touched with our hands—this we announce about the Word of life, Jesus. ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
2 The life appeared; we saw it, testify to it, and proclaim to you the eternal life that was with our Father and appeared to us. ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।
3 What we have seen and heard we proclaim to you too, so you may share deep communion with us—our deep communion is with our Father and his Son, Jesus Christ. ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
4 And we are writing these things so that our joy may be complete. ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
5 This is what we heard from him and tell you: our Father is light—no darkness in him at all. ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
6 If we say we have communion with him yet walk in the darkness, we lie and don't live the truth. ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
7 But if we walk in the light, as he is in the light, we share fellowship with each other, and the blood of his Son Jesus cleanses us from every sin. କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
8 If we claim to be without sin, we deceive ourselves and the truth is not in us. ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
9 If we confess our sins, our Father is faithful and just to forgive us our sins and cleanse us from all wrongdoing. ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
10 If we say we have not sinned, we make him a liar, and his word is not in us. ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]