Skip to content
The Believer's Library

Indian Revised Version(IRV) Odia - 2021

Amos 4 IRVOry

Show IRVOry only
Verse × ×
1 Hear this word, you cows of Bashan who are on the mountain of Samaria, you who oppress the poor, who crush the needy, who say to your masters, "Bring us something to drink!" “ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’
2 The Sovereign Father has sworn by his holiness: "The days are coming upon you when they will drag you away with hooks, and the last of you with fishhooks. ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।
3 You will go out through the breaches in the wall, each one straight ahead, and you will be flung out toward Harmon," declares our Father. ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।
4 "Come to Bethel and rebel; to Gilgal, and rebel all the more! Bring your sacrifices every morning, your tithes every three days. “ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
5 Burn leavened bread as a thank offering, announce your freewill offerings, proclaim them aloud—for this is what you love to do, people of Israel!" declares the Sovereign Father. ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
6 "I gave you empty stomachs in every city and a lack of bread in every place, yet you did not return to me," declares our Father. “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
7 "I also withheld the rain from you while there were still three months to the harvest. I would send rain on one city and withhold it from another; one field would be rained on, and the field with no rain would dry up. “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
8 So two or three cities would stagger to another city for water but not have enough to drink, yet you did not return to me," declares our Father. ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
9 "I struck you with blight and mildew; the locust devoured your many gardens and vineyards, your fig trees and your olive trees, yet you did not return to me," declares our Father. “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
10 "I sent a plague against you like the one in Egypt; I killed your young men with the sword and carried off your horses. I made the stench of your camp rise into your nostrils, yet you did not return to me," declares our Father. “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
11 "I overthrew some of you as I overthrew Sodom and Gomorrah, and you were like a stick snatched from the fire, yet you did not return to me," declares our Father. “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
12 "Therefore this is what I will do to you, Israel; and because I will do this to you, prepare to meet your Father, O Israel!" “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”
13 For it is he who forms the mountains and creates the wind, who reveals his thoughts to mankind, who turns the dawn to darkness and treads on the heights of the earth—the Father of heaven's armies is his name. କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]