Skip to content
The Believer's Library

Indian Revised Version(IRV) Odia - 2021

Hosea 3 IRVOry

Show IRVOry only
Verse × ×
1 Our Father told me again: "Go, love a woman loved by another, an adulterous woman—like your Father loves the children of Israel, though they turn to other gods and love raisin cakes." ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
2 So I bought her back for myself: fifteen pieces of silver and about nine bushels of barley. ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
3 Then I said to her, "Stay with me many days: don't prostitute yourself, don't belong to another man—and I'll do the same for you." ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”
4 The children of Israel will live many days without king or prince, without sacrifice or sacred pillar, without ephod or household idols. କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
5 Afterward Israel's people will return, seek their Father and David their king, and come trembling to our Father and his goodness in the last days. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]