Skip to content
The Believer's Library

Indian Revised Version(IRV) Odia - 2021

Joel 3 IRVOry

Show IRVOry only
Verse × ×
1 "For look, in those days and at that time, when I restore the fortunes of Judah and Jerusalem, କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
2 I will gather all the nations and bring them down to the Valley of Jehoshaphat. There I will judge them on behalf of my people, my inheritance Israel, whom they scattered among the nations; for they divided up my land, ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
3 and they cast lots for my people. They traded a boy for a prostitute, and sold a girl for wine to drink. ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
4 "Now what do you have against me, Tyre and Sidon, and all the regions of Philistia? Are you repaying me for something I have done? If you are paying me back, I will swiftly and speedily bring what you have done back on your own heads. ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
5 For you took my silver and my gold and carried my finest treasures into your temples. କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
6 You sold the people of Judah and Jerusalem to the Greeks, to send them far away from their own land. ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
7 "But look, I am rousing them from the place to which you sold them, and I will bring what you have done back on your own heads. ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
8 I will sell your sons and daughters to the people of Judah, and they will sell them to the Sabeans, to a nation far away—for our Father has spoken." ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
9 Proclaim this among the nations: Prepare for war! Rouse the warriors! Let all the fighting men draw near and come up. ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
10 Beat your plowshares into swords and your pruning hooks into spears; let the weakling say, "I am a warrior." ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
11 Hurry and come, all you surrounding nations, and gather yourselves there. Bring down your warriors, our Father. ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
12 "Let the nations rouse themselves and come up to the Valley of Jehoshaphat; for there I will sit to judge all the surrounding nations. ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
13 Swing the sickle, for the harvest is ripe. Come, trample, for the winepress is full and the vats overflow—for their wickedness is great." ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
14 Multitudes, multitudes in the valley of decision! For the day of our Father is near in the valley of decision. ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
15 The sun and the moon grow dark, and the stars hold back their light. ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
16 Our Father roars from Zion and raises his voice from Jerusalem; the heavens and the earth tremble. But our Father is a refuge for his people, a stronghold for the children of Israel. ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
17 "Then you will know that I am your Father, living in Zion, my holy mountain. Jerusalem will be holy, and foreigners will never pass through it again. ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
18 "And in that day the mountains will drip with sweet wine, the hills will flow with milk, and all the streambeds of Judah will run with water. A spring will flow from my house and water the Valley of Acacias. ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
19 Egypt will become a wasteland and Edom a desolate wilderness, because of the violence done to the people of Judah, in whose land they shed innocent blood. ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
20 But Judah will be inhabited forever, and Jerusalem through all generations. ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
21 I will cleanse the guilt of the blood shed against them—which I have not yet cleansed—for our Father dwells in Zion." ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]