Skip to content
The Believer's Library

Indian Revised Version(IRV) Odia - 2021

Leviticus 12 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Tell the Israelites: when a woman conceives and bears a son, she is unclean seven days—unclean as during her monthly period. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
3 And on the eighth day the flesh of his foreskin will be circumcised. ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
4 For thirty-three days she remains in the blood of her purification. She must not touch anything holy or enter the sanctuary until her days of purification are complete. ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
5 If she bears a daughter, she is unclean two weeks, as during her period, then continues sixty-six days in the blood of her purification. ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
6 "When her days of purification for a son or daughter are complete, she must bring the priest at the tent of meeting's entrance a year-old lamb as a burnt offering, and a young pigeon or turtledove as a sin offering. ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
7 He will offer it before our Father and atone for her; she'll be clean from her blood flow. This is the law for the woman who gives birth, to a son or daughter. ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
8 "If she can't afford a lamb, she may take two turtledoves or two young pigeons—one for a burnt offering, one for a sin offering. The priest will atone for her, and she will be clean." ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]