1Our Father spoke to Moses and Aaron, saying:IRVOryତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2"When someone has a swelling, rash, or bright spot on their skin that turns into a skin disease, he must be brought to Aaron the priest or one of his priest sons.IRVOry“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
3The priest examines the mark on the skin. If the hair in it has turned white and it looks deeper than the skin, it is a contaminating skin disease; the priest examines him and declares him unclean.IRVOryତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
4But if the bright spot on his skin is white, not deeper than the skin, and its hair hasn't turned white, the priest must isolate the person seven days.IRVOryପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
5On the seventh day the priest examines him; if the mark hasn't changed or spread on the skin, he isolates him seven more days.IRVOryତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
6On the seventh day the priest examines him again. If the sore faded and didn't spread on the skin, he declares him clean—just a rash. He washes his clothes and is clean.IRVOryପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7But if the rash spreads on his skin after showing himself to the priest for cleansing, he must show himself to the priest again.IRVOryମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8The priest examines him: if the rash has spread on the skin, he declares him unclean—it is a skin disease.IRVOryତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9"When a defiling skin disease appears on someone, he is to be brought to the priest.IRVOryକୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10The priest examines him: if a white swelling on the skin has turned the hair white, with raw flesh in it.IRVOryତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
11It is a chronic skin disease; the priest will pronounce him unclean. He must not isolate him, since he is unclean.IRVOryତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
12"But if the disease breaks out and covers all his skin, head to foot, wherever the priest looks,IRVOryଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
13the priest examines him; if the disease covers his whole body, he pronounces him clean—since it's all turned white, he is clean.IRVOryତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14But on the day raw flesh appears on him, he is to be unclean.IRVOryମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
15The priest sees the raw flesh and pronounces him unclean; the raw flesh is unclean—a skin disease.IRVOryଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
16But if the raw flesh changes and turns white, he is to come to the priest.IRVOryଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
17The priest examines him; if the mark has turned white, he declares him clean—he is clean.IRVOryଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
18"When someone has a boil on their skin and it heals,IRVOryଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
19if a white swelling or reddish-white bright spot forms on the boil, show it to the priest.IRVOryଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
20The priest examines it; if it looks lower than the skin and the hair has turned white, he pronounces him unclean—a skin disease has broken out in the boil.IRVOryତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।
21But if the priest sees no white hair in it, it is not below the skin, and has faded, he is to isolate him seven days.IRVOryମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
22If it spreads further on the skin, the priest declares him unclean; it is diseased.IRVOryଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।
23But if the bright spot stays put, hasn't spread, it's the scar of the boil, and the priest must pronounce him clean.IRVOryମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
24"Or when skin has a fire burn, and the burn's raw flesh becomes a reddish-white or white bright spot,IRVOryକିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
25the priest examines it: if hair in the bright spot turned white and it looks deeper than the skin, it is a skin disease broken out in the burn—he declares him unclean; it is a skin disease.IRVOryତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
26If the priest examines it and finds no white hair in the bright spot, and it's no deeper than the skin but faded, he is to isolate him seven days.IRVOryମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
27On day seven the priest examines him. If it spread on the skin, the priest pronounces him unclean—a defiling skin disease.IRVOryତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
28But if the bright spot stays in place, hasn't spread on the skin, and has faded, it's the burn's swelling; the priest is to declare him clean—it is only the burn's scar.IRVOryଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
29"When a man or a woman has a mark on the head or in the beard,IRVOryଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;
30the priest examines the mark; if deeper than the skin, with thin yellow hair, he pronounces them unclean—an itch, a skin disease of the head or beard.IRVOryଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
31But if the priest examines the itch mark and it looks no deeper than the skin and has no black hair in it, the priest is to isolate the person for seven days.IRVOryଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
32On the seventh day the priest examines the mark: if the itch hasn't spread, has no yellow hair, and looks no deeper than the skin.IRVOryତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
33The man is to shave, but not the sore area; the priest isolates him another seven days.IRVOryତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
34On the seventh day the priest examines the itch. If it hasn't spread on the skin and looks no deeper than the skin, the priest declares him clean. He washes his clothes and is clean.IRVOryପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
35But if the itch spreads further on the skin after his cleansing,IRVOryମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
36the priest examines him; if the itch spread on the skin, the priest need not look for yellow hair—the man is unclean.IRVOryତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।
37But if the priest sees it unchanged, with black hair grown in it, it's healed; he's clean—the priest pronounces him clean.IRVOryମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
38"When a man or a woman has white bright spots on their skin,IRVOryପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
39the priest examines them; if the bright spots on their skin are dull white, it is a harmless rash that has broken out on the skin; he is clean.IRVOryତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
40"When a man loses the hair on his head, he is bald, but he is clean.IRVOryଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
41If hair falls from the front of his head, his forehead is bald, but he is clean.IRVOryଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
42But if a reddish-white sore is on his bald head or forehead, it is a skin disease breaking out on his bald head or forehead.IRVOryମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
43The priest examines him; if a reddish-white swelling is on his bald head or forehead, like skin disease on the body's skin.IRVOryତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;
44A man with a skin disease is unclean; the priest must declare him unclean, his mark on his head.IRVOryତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।
45"Anyone with the skin disease must wear torn clothes, let their hair hang loose, cover their upper lip, and cry, 'Unclean, unclean!'IRVOryଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46While the mark remains, they are unclean—unclean; they must live alone, outside the camp.IRVOryତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47"When a garment has a mark of mildew in it, whether a wool or a linen garment,IRVOryମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
48in fabric of linen or wool, woven or knitted, or in leather or anything of leather,IRVOryଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
49if a mark on garment, leather, warp, or weft, or any leather article, is greenish or reddish, it is mildew and must be shown to the priest.IRVOryଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
50The priest is to examine the mark and isolate the affected article for seven days.IRVOryତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
51On the seventh day he examines the mark. If it has spread in the garment, warp or weft, or in leather or anything made of leather, it is destructive mildew—unclean.IRVOryତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
52Burn the garment—warp or weft, wool or linen—or any leather article with the mark, for it is a destructive mildew; burn it in the fire.IRVOryଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
53"But if the priest examines it and the sore hasn't spread in the garment, or warp, or weft, or any leather article,IRVOryମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
54the priest will order the marked article washed, and isolate it another seven days.IRVOryତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;
55After the affected fabric is washed, the priest examines it. If the mark's look hasn't changed, though it hasn't spread, it is unclean. Burn it in the fire—it is a corroding spot, inside or outside.IRVOryଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56If the priest sees the mark has faded after washing, he must tear it from the garment, leather, or woven or knitted material.IRVOryମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
57If it reappears in the garment, woven or knitted, or any leather, it's spreading; burn what has the mark in fire.IRVOryତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
58But if the mark leaves the garment, warp, weft, or leather item you washed, wash it again—it is clean.IRVOryପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”
59"This is the law for a mildew mark on a wool or linen garment, warp or weft, or any leather item—to pronounce it clean or unclean."IRVOryଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]