Skip to content
The Believer's Library

Indian Revised Version(IRV) Odia - 2021

Micah 6 IRVOry

Show IRVOry only
Verse × ×
1 Hear what our Father says: Stand, plead your case before the mountains; let the hills hear your voice. ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
2 Listen, mountains, to our Father's case, and you lasting foundations of the earth; for our Father has a case against his people, and he will contend with Israel. ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
3 My children, what have I done to you? How have I wearied you? Answer me! “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
4 For I brought you up from the land of Egypt and redeemed you from the house of slavery; I sent before you Moses, Aaron, and Miriam. ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
5 My children, remember what Balak king of Moab planned, and what Balaam son of Beor answered him, from Shittim to Gilgal, so you will know the righteous acts of your Father. ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
6 What should I bring when I come before our Father? How should I bow before our Father on high? Will I come to him with burnt offerings, with year-old calves? “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
7 Will our Father be pleased with thousands of rams, with 10,000 rivers of oil? Will I give my firstborn for my rebellion, the child of my own body for the sin of my soul? ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
8 He has told you what is good; and what does our Father require of you but to do justice, to love kindness, and to walk humbly with your Father? ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
9 The voice of our Father calls to the city—and it is sound wisdom to fear your name—"Listen, tribe, and the one who appointed it! ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
10 Are there still treasures of wickedness in the house of the wicked, and the accursed short measure? ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
11 Will I declare innocent the one with dishonest scales, with a bag of deceitful weights? ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
12 Your rich men are full of violence, your inhabitants speak lies, and their tongues are full of deceit. ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
13 So I myself have begun to strike you, making you desolate because of your sins. ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
14 You will eat but not be satisfied, and your hunger will stay within you; you will store up but not save, and what you save I will give over to the sword. ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
15 You will sow but not reap; you will press olives but have no oil to use, and press the grapes but not drink the wine. ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
16 For you have kept the statutes of Omri and all the works of the house of Ahab, and you have followed their ways; so I will make you a desolation and your inhabitants a mockery, and you will bear the scorn of my children." କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]